Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାସ୍ତାକଡ଼କୁ ଖସିଲା ବୋଲେରୋ

by ସଞ୍ଜୟ ସ୍ୱାଇଁ
January 22, 2025
in Accident, State
ରାସ୍ତାକଡ଼କୁ ଖସିଲା ବୋଲେରୋ
50
VIEWS
Share on FacebookShare on Twitter

ଚଣ୍ଡିଖୋଲ, (ବାଘୁଆବାର୍ତ୍ତା): ଯାଜପୁର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବଡ଼ଚଣା ନିକଟରେ ଦୁର୍ଘଟଣା । ରାସ୍ତାତଳକୁ ଖସିଲା ବୋଲେରୋ । ଏହି ଦୁର୍ଘଟଣାରେ ପାଞ୍ଚ ଜଣ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, ଏକ ବୋଲେରୋ ଗାଡିଟି ଭୁବନେଶ୍ୱରରୁ କେନ୍ଦ୍ରାପଡ଼ା ଅଭିମୁଖେ ଯାଉଥିଲା । ଏହି ସମୟରେ ଏକ ଅଜଣା ଗାଡିଟି ବୋଲେରୋକୁ ପଛପଟୁ ସାଇଟ୍‌ ମାରିଥିଲା । ଯାହାଫଳରେ ବୋଲେରୋଟି ଜାତୀୟ ରାଜପଥ କଡ଼କୁ ପଶିଯାଇଥିଲା । ଦ୍ରୁତ ଗତିରେ ଯାଉଥିବା ବୋଲେରୋଟି ରାସ୍ତାକଡ଼ରେ ଥିବା ଗଛ ସହିତ ପିଟି ହୋଇଥିଲା । ଆଉ ଗାଡିରେ ଥିବା ପାଞ୍ଚ ଜଣ ଯାତ୍ରୀ ଆହତ ହୋଇଛନ୍ତି । ସେପଟେ ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ପୋଲିସ ଓ ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ବଡ଼ଚଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି । ବଡ଼ଚଣା ପୋଲିସ ଦୁର୍ଘଟଣାଗ୍ରସ୍ତ ଗାଡିକୁ ଜବତ କରି ଘଟଣାର ଅଧିକ ତଦନ୍ତ ଜାରି ରଖିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!