Sunday, September 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବୋଲେରୋ ଓ ବସ ମଧ୍ୟରେ ଧକ୍କା, ଚାଲିଗଲା ୧୦ ଶ୍ରଦ୍ଧାଳୁଙ୍କ ଜୀବନ

by ସଞ୍ଜୟ ସ୍ୱାଇଁ
February 15, 2025
in Accident, State
ବୋଲେରୋ ଓ ବସ ମଧ୍ୟରେ ଧକ୍କା,  ଚାଲିଗଲା ୧୦ ଶ୍ରଦ୍ଧାଳୁଙ୍କ ଜୀବନ
130
VIEWS
Share on FacebookShare on Twitter

ପ୍ରୟାଗରାଜ, (ବାଘୁଆବାର୍ତ୍ତା): ଉତ୍ତରପ୍ରଦେଶରେ ବଡ଼ ଧରଣର ସଡ଼କ ଦୁର୍ଘଟଣା। ବୋଲେରୋ ଓ ବସ ମଧ୍ୟରେ ଧକ୍କାରେ ଚାଲିଗଲା ୧୦ ଶ୍ରଦ୍ଧାଳୁଙ୍କ ଜୀବନ। ୧୯ ଶ୍ରଦ୍ଧାଳୁ ଗୁରୁତର ଆହତ ହୋଇଛନ୍ତି। ମିର୍ଜାପୁର- ପ୍ରୟାଗରାଜ ଜାତୀୟ ରାଜପଥରେ ଘଟିଛି ଏ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ମହାକୁମ୍ଭ ଲାଗି ଛତିଶଗଡ଼ରୁ ପ୍ରୟାଗରାଜ ଆସୁଥିଲେ ଶ୍ରଦ୍ଧାଳୁ। ଦୁର୍ଘଟଣାରେ ବୋଲେରୋ ଛିନଛତ୍ର ହୋଇଯାଇଛି। ଦୁର୍ଘଟଣା ପରେ କାନ୍ଦ ରଡ଼ିରେ ଫାଟି ପଡିଥିଲା ପରିବେଶ। ଲୋକେ ଆହତଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲେ। ଗତକାଲି ମଧ୍ୟରାତ୍ରି ୧୨ ସମୟରେ ଘଟିଥିଲା ଏ ଭୟଙ୍କର ଦୁର୍ଘଟଣା। ମିର୍ଜାପୁର-ପ୍ରୟାଗରାଜର ମେଜା ଥାନା ଅଞ୍ଚଳରେ ଘଟିଛି ଏ ଦୁର୍ଘଟଣା। ମୃତଦେହ ଗୁଡିକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇ ପଠାଯାଇଛି। ଘଟଣାର ତଦନ୍ତ ଜାରି ରହିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!