Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁର୍ଘଟଣା ପରେ ଓଲଟିଲା ଯାତ୍ରୀବାହୀ ବସ୍

by ସଞ୍ଜୟ ସ୍ୱାଇଁ
April 19, 2025
in Accident, State
ଦୁର୍ଘଟଣା ପରେ ଓଲଟିଲା ଯାତ୍ରୀବାହୀ ବସ୍
55
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): ଓଲଟିଲା ଯାତ୍ରୀବାହୀ ବସ୍ । ସମ୍ବଲପୁର ଗୋଳଗୁଣ୍ଡା ଓଭରବ୍ରିଜ୍ ନିକଟରେ ଓଲଟିଛି ଯାତ୍ରୀବାହୀ ବସ୍ । ଯେଉଁଥିରେ କିଛି ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । ସମସ୍ତ ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, ଏକ ଯାତ୍ରୀବାହୀ ବସ୍ ଦକ୍ଷିଣକାଳି ଫୁଲବାଣୀ ଆସି ବୁର୍ଲା ଦେଇ ରେଢାଖୋଲ ଏବଂ ପରେ ଫୁଲବାଣୀ ଦେଇ ଫେରିଥାଏ । ଶନିବାର ସମ୍ବଲପୁର ବୁର୍ଲା ଗୋଳଗୁଣ୍ଡା ଓଭରବ୍ରିଜ୍ ନିକଟରେ ଏହି ଘଟଣା ଘଟିଛି । ଶନିବାର ଭୋର ସମୟରେ ଏକ ଟ୍ରକ୍ ଆସି ଉକ୍ତ ବସ୍‌କୁ ପଛରୁ ଧକ୍କା ଦୋଇଥିଲା । ଯାହାଫଳରେ ବସ୍‌ଟି ରାସ୍ତା କଡ଼କୁ ଓଲଟି ପଡ଼ିଥିଲା । ସୌଭାଗ୍ୟବଶତଃ ବସ୍‌ରେ ଥିବା ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି । କେବଳ କଣ୍ଡକ୍ଟର୍ ଆହତ ହୋଇଛନ୍ତି । ଏହି ଘଟଣା ସମ୍ପର୍କରେ ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!