Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍

by ସଞ୍ଜୟ ସ୍ୱାଇଁ
May 11, 2025
in Accident, State
ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍
114
VIEWS
Share on FacebookShare on Twitter

ପାଟଣାଗଡ, (ବାଘୁଆବାର୍ତ୍ତା): ପାଟଣାଗଡ଼ ଥାନା ଯୋଗିମୁଣ୍ଡା ସାପ୍ତାହିକ ଗୋରୁ ବଜାର ସମ୍ମୁଖରେ ଥିବା ମୂଖ୍ୟ ରାସ୍ତାର ବୁଲାଣିରେ ଏକ ସିମେଣ୍ଟ ବୋଝେଇ ଟ୍ରକ୍ ଓଲଟି ପଡ଼ିଛି । ଟ୍ରକ୍ ଚାଳକଙ୍କ ହାତ ଭାଙ୍ଗି ଯାଇଥିବା ବେଳେ ସେ ଗୁରୁତର ଅବସ୍ଥାରେ ବଲାଙ୍ଗୀର ଭୀମ ଭୋଇ ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ସୂଚନା ମୁତାବକ, ଏକ ସିମେଣ୍ଟ ବୋଝେଇ ଟ୍ରକ୍ ଯୋଗିମୁଣ୍ଡା ସାପ୍ତାହିକ ଗୋରୁ ବଜାର ସମ୍ମୁଖରେ ଥିବା ମୂଖ୍ୟ ରାସ୍ତାର ବୁଲାଣିରେ ଓଲଟି ପଡ଼ିଥିଲା । ଏହି ଦୁର୍ଘଟଣାରେ ଟ୍ରକ୍ ଚାଳକଙ୍କ ହାତ ଭାଙ୍ଗି ଯାଇଥିବା ବେଳେ ସେ ଗୁରୁତର ଅବସ୍ଥାରେ ବଲାଙ୍ଗୀର ଭୀମ ଭୋଇ ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ତେବେ ଟ୍ରକ୍ଟି ଛତିଶଗଡ଼ ଅଞ୍ଚଳର ହୋଇଥିବା ବେଳେ ଏହି ଅଘଟଣଟି ରାତ୍ରି ପାଖାପାଖି ଗୋଟାଏରେ ଘଟିଥିବାରୁ ଚାଳକର ନାମ ଜଣାପଡିନାହିଁ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!