Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୋଗିଆପଲ୍ଲୀ ଘାଟି ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା, ଜଣେ ମୃତ

by ସଞ୍ଜୟ ସ୍ୱାଇଁ
February 1, 2025
in Accident, Nayagarh, State
ଯୋଗିଆପଲ୍ଲୀ ଘାଟି ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା, ଜଣେ ମୃତ
1.3k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଖଣ୍ଡପଡା ବ୍ଲକ ଯୋଗିଆପଲ୍ଲୀ ଘାଟି ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା । ଜଣେ ବରିଷ୍ଠ ନାଗରୀକଙ୍କ ମୃତ । ସୁଚନାନୁସାରେ ଖଣ୍ଡପଡା ବ୍ଲକ ବନମାଳିପୁର ପଞ୍ଚାୟତ ଉଦୟପୁର ଗାଁର ଦେବରାଜ ଗୁରୁ ଓ ତାଙ୍କ ପତ୍ନୀ ଉଭୟ ଏକ ସ୍କୁଟିରେ ନୟାଗଡ଼ ମେଡିକାଲକୁ ଆସୁଥିଲେ । ଅପର ପାଶ୍ୱର୍ରୁ ଏକ ସ୍ପିଡି ବାଇକ ଦୃତ ଗତିରେ ଆସି ସ୍କୁଟିକୁ ପିଟିଥିଲା । ଘଟଣା ସ୍ଥଳରେ ଲୋକ ମାନେ ପହଞ୍ଚି ଉଭୟ ସ୍ୱାମୀ ସ୍ତ୍ରୀଙ୍କୁ ନୟାଗଡ଼ ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ । ଡାକ୍ତର ଦେବରାଜ ଗୁରୁଙ୍କୁ ମୃତ ଘୋଷଣା କରିଥିବା ବେଳେ ସ୍ତ୍ରୀ ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି । ଘଟଣା ସ୍ତଳରୁ ସ୍ପିଡି ବାଇକ ଚାଳକ ଫେରାର ହୋଇଥିବା ସୁଚନା ମିଳିଛି । ସ୍କୁଟିର ନମ୍ବର – OR 02BZ 4491 ରହିଥିବା ବେଳେ ସ୍ପିଡି ବାଇକର ନମ୍ବର – 0D02CZ 9405 ରହିଥିବା ସୁଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!