Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଲଟିଲା କୋଇଲା ବୋଝେଇ ଟ୍ରକ୍

by ସଞ୍ଜୟ ସ୍ୱାଇଁ
March 13, 2025
in Accident, State
ଓଲଟିଲା କୋଇଲା ବୋଝେଇ ଟ୍ରକ୍
52
VIEWS
Share on FacebookShare on Twitter

ଖନ୍ତାପଡ଼ା, (ବାଘୁଆବାର୍ତ୍ତା): ବାହାନଗା ବ୍ଲକ ଖନ୍ତାପଡ଼ା ଥାନା ପଣପଣା ପଞ୍ଚାୟତ ସ୍ଥିତ ୧୬ ନଂ ଜାତୀୟ ରାଜପଥରେ ଦୁର୍ଘଟଣା। ନୟନଜୋରୀକୁ ଓଲଟିଲା କୋଇଲା ବୋଝେଇ ଟ୍ରକ୍। ବୁଧବାର ବିଳମ୍ଵିତ ରାତିରେ ଏହି ଦୁର୍ଘଟଣା ଘଟିଛି। ଏଥିରେ କାହାର କିଛି କ୍ଷତି ହୋଇନଥିବା ଜଣାପଡ଼ିଛି। ସୂଚନାନୁଯାୟୀ, କଟକରୁ ପଶ୍ଚିମବଙ୍ଗ ଅଭିମୁଖେ ଏକ କୋଇଲା ବୋଝେଇ ଟ୍ରକ୍ ଯାଉଥିଲା। ବୁଧବାର ବିଳମ୍ବିତ ରାତିରେ ଟ୍ରକ୍‌ଟି ପଣପଣା ନିକଟସ୍ଥ ବାଲେଶ୍ୱର ହାଇୱେ ପେଟ୍ରୋଲ ପମ୍ପ ସମ୍ମୁଖରେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ଵରେ ଥିବା ନୟନଜୋରୀକୁ ଓଲଟି ପଡିଥିଲା। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି ହୋଇନାହିଁ। ରାସ୍ତାକଡ଼ରେ ଥିବା ଜଳଖିଆ ଦୋକାନ ଅଳ୍ପକେ ବର୍ତ୍ତି ଯାଇଛି। ଦୁର୍ଘଟଣା ସମ୍ପର୍କରେ ଖବର ପାଇ ଖନ୍ତାପଡ଼ା ପୋଲିସ ଏବଂ ପାଟ୍ରୋଲିଂ ପୋଲିସ ଏଏସଆଇ ମହେଶ୍ୱର ମାଝୀ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଦୁର୍ଘଟଣାଗ୍ରସ୍ତ ଟ୍ରକ୍‌କୁ ଉଦ୍ଧାର କରାଯାଉଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!