Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲୋକମାନ୍ୟ ଟର୍ମିନାଲ ଏକ୍ସପ୍ରେସ୍ ଦୁର୍ଘଟଣାଗ୍ରସ୍ତ, ଇଞ୍ଜିନ ସମେତ ୮ ବଗି ଲାଇନଚ୍ୟୁତ

by ସଞ୍ଜୟ ସ୍ୱାଇଁ
October 17, 2024
in NATIONAL NEWS
ଲୋକମାନ୍ୟ ଟର୍ମିନାଲ ଏକ୍ସପ୍ରେସ୍ ଦୁର୍ଘଟଣାଗ୍ରସ୍ତ, ଇଞ୍ଜିନ ସମେତ ୮ ବଗି ଲାଇନଚ୍ୟୁତ
84
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ଆସାମ ଦୀମା ହସାଓ ଦିଲ୍ଲାର ଡିବାଲୋଗ ଷ୍ଟେସନ ନିକଟରେ ଅଗରତାଲା-ଲୋକମାନ୍ୟ ତିଲକ ଏକ୍ସପ୍ରେସ୍ ଲାଇନଚ୍ୟୁତ୍ ହୋଇଛି । ଏକ୍ସପ୍ରେସ୍ ଟ୍ରେନର ୮ଟି ଡବା ଚାଇନଚ୍ୟୁତ ହୋଇଛି । ପୂର୍ବୋତ୍ତର ସୀମାନ୍ତ ରେଲୱେ ଅଧିକାରୀ ଏହି ସୂଚନା ଦେଇଛନ୍ତି । ଅଧିକାରୀଙ୍କ ସୂଚନା ଅନୁସାରେ ବର୍ତ୍ତମାନ ସୁଦ୍ଧା ଯାତ୍ରୀଙ୍କ ଆହତ ନେଇ କୌଣସି ଖବର ନାହିଁ । ସେ କହିଛନ୍ତି ଯେ ଅପରାହ୍ଣ ୩ଟା ୫୫ ମିନିଟରେ ହୋଇଥିବା ଏହି ଦୁର୍ଘଟଣାର କାରଣ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇ ନାହିଁ । ଲାଇନଚ୍ୟୁତ ହୋଇଥିବା ବଗିଗୁଡ଼ିକ ମଧ୍ୟରେ ଟ୍ରେନର ପାୱାର କାର (ଜେନେରେଟ୍ ଥିବା ଅଂଶ) ଏବଂ ଇଞ୍ଜିନ ସାମିଲ ରହିଛି । ଅଧିକାରୀଙ୍କ ସୂଚନା ଅନୁସାରେ ଉଦ୍ଧାରକାର୍ଯ୍ୟର ନିରୀକ୍ଷଣ ପାଇଁ ବରିଷ୍ଠ ଅଧିକାରୀଙ୍କ ସହ ଲୁମଡିଙ୍ଗରୁ ବିକଳ୍ପ ଟ୍ରେନକୁ ଦୁର୍ଘଟଣାସ୍ଥଳକୁ ପଠାଯାଇଛି । ସେ କହିଛନ୍ତି ଯେ ଲୁମଡିଙ୍ଗ-ବଦରପୁର ସିଙ୍ଗିଲ୍ ଲାଇନରେ ଟ୍ରେନ ଚଳାଚଳ ସ୍ଥଗିତ କରାଯାଇଛି । ଟ୍ରେନ୍ ଲାଉନଚ୍ୟୁତ ହେବା ପରେ ରେଲୱେ ଲୁମଡିଙ୍ଗ ହେଲ୍ପଲାଇନ ନମ୍ୱର ଜାରି କରାଯାଆଇଛି । ହେଲ୍ପଲାଇନ ନମ୍ୱରଗୁଡ଼ିକ ହେଉଛି-୦୩୬୭୪ ୨୬୩୧୨୦, ୦୩୬୭୪ ୨୬୩୧୨୬ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!