Sunday, August 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାରସାମ୍ୟ ହରାଇ ଓଲଟିଲା ଏଲପିଜି ଗ୍ୟାସ୍ ଗାଡ଼ି

by ସଞ୍ଜୟ ସ୍ୱାଇଁ
May 25, 2025
in Accident, State
ଭାରସାମ୍ୟ ହରାଇ ଓଲଟିଲା ଏଲପିଜି ଗ୍ୟାସ୍ ଗାଡ଼ି
32
VIEWS
Share on FacebookShare on Twitter

କୁକୁଡାଖଣ୍ଡି, (ବାଘୁଆବାର୍ତ୍ତା): ଏଲପିଜି ସିଲିଣ୍ଡର ଗ୍ୟାସ୍ ଗାଡ଼ି ଦୁର୍ଗଟଣାଗ୍ରସ୍ତ । ଗଞ୍ଜାମ ଜିଲ୍ଲା ସଦର ଥାନା ରତ୍ନପୁର ନିକଟସ୍ଥ ଲକ୍ଷ୍ମୀ ନୃସିଂହ ମନ୍ଦିର ନିକଟରେ ଭାରସାମ୍ୟ ହରାଇ ଓଲଟିଲା ପଡ଼ିଲା ଗ୍ୟାସ୍ ଗାଡ଼ି । ଏହି ଦୁର୍ଘଟଣାରେ ଗ୍ୟାସ୍ ସିଲିଣ୍ଡର ଗୁଡ଼ିକ ଏଣେ ତେଣେ ପଡ଼ିଥିବାର ଦେଖିବାକୁ ମିିଳିଛି । ମାତ୍ର କାହାର କୌଣସି କ୍ଷୟକ୍ଷତି ହୋଇନଥିବା ଜଣାପଡିଛି । ସୂଚନା ମୁତାବକ, ରବିବାର ସକାଳେ ଏକ ଗ୍ୟାସ୍ ସିଲିଣ୍ଡର ଗାଡ଼ି ଦୁର୍ବନ୍ଧ ଗ୍ରାମରୁ ବ୍ରହ୍ମପୁର ଅଭିମୁଖେ ଯାଉଥିଲା । ଏହି ସମୟରେ ୫୯ନଂ ଜାତୀୟ ରାଜପଥ ଲକ୍ଷ୍ମୀ ନୃସିଂହ ମନ୍ଦିର ନିକଟରେ ଗାଡ଼ିଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା । ଯାହାଫଳରେ ଗ୍ୟାସ୍ ସିଲିଣ୍ଡର ଗୁଡ଼ିକ ରାସ୍ତାରେ ପଡ଼ି ଯାଇଥିଲା । ଏହା ଦେଖି ଘଟଣସ୍ଥଳକୁ ସ୍ଥାନୀୟ ଲୋକେ ଦୌଡ଼ି ଆସିଥିଲେ । ପରେ ଗ୍ୟାସ୍ ଟାଙ୍କି ଗୁଡ଼ିକୁ ରାସ୍ତାରୁ କାଢ଼ି ଦିଆଯାଇଛି । ତେବେ ଏହି ଘଟଣାରେ କୌଣସି କ୍ଷୟକ୍ଷତି ହୋଇନଥିବା ଜଣାପଡ଼ିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!