Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଜଣା ଗାଡିକୁ ଧକ୍କା ଦେଲା ମାଲବାହୀ ଅଟୋ

by ସଞ୍ଜୟ ସ୍ୱାଇଁ
January 21, 2025
in Accident, State
ଅଜଣା ଗାଡିକୁ ଧକ୍କା ଦେଲା ମାଲବାହୀ ଅଟୋ
28
VIEWS
Share on FacebookShare on Twitter

ଚୌଦ୍ୱାର, (ବାଘୁଆବାର୍ତ୍ତା): ଅଜଣା ଗାଡିକୁ ଧକ୍କା ଦେଲା ଡାଲା ଅଟୋ । ଏହି ଭୟଙ୍କର ଦୁର୍ଘଟଣା ପରେ ଗାଡି ଭିତରେ ଚିପି ହୋଇ ଚାଲିଯାଇଛି ହେଲ୍‌ପରଙ୍କ ଜୀବନ । ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିନଥିବା ବେଳେ ପୋଲିସ ତଦନ୍ତ ଜାରି ରଖିଛି ।କଟକ ଚୌଦ୍ୱାରା ନିକଟ ଟୋଲ୍‌ଗେଟ୍‌ ପାଖରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଖବର ଅନୁଯାୟୀ, ମଙ୍ଗଳବାର ଦିନ ସକାଳୁ ଛତିଆରୁ କଟକ ଅଭିମୁଖେ ଆସୁଥିଲା ଏକ ଡାଲା ଅଟୋ । ଅଧାରାସ୍ତାରେ ଏକ ଅଜଣା ଗାଡିକୁ ପଛରୁ ଧକ୍କା ଦେଇଥିଲା ଡାଲା ଅଟୋ । ଯାହାଫଳରେ ଗାଡିରେ ଭିତରେ ଚିପି ହୋଇ ହେଲ୍‌ପରଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ସେପଟେ ଦୁର୍ଘଟଣା ସଂପର୍କରେ ଖବର ପାଇ ରାଜପଥ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା । ଆଉ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲା । ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଗାଡିର ଆଗ ଭାଗକୁ କାଟି ହେଲ୍‌ପର ଜଣଙ୍କୁ ଉଦ୍ଧାର କରିଥିଲେ । ଏହାପରେ ବ୍ୟବଚ୍ଛେଦ ନିମନ୍ତେ କଟକ ବଡ଼ ମେଡିକାଲକୁ ପଠାଇଛି । ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଅଟୋ ଚାଳକ ଫେରାର ହୋଇଯାଇଥିବା ସୂଚନା ମିଳିଛି । ବାକି ପୋଲିସ ଘଟଣାର ଛାନ୍‌ଭିନ୍‌ ଜାରି ରଖିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!