Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ଟ୍ରାଫିକ ଛକରେ ବଡ଼ ଦୁର୍ଘଟଣା

by ସଞ୍ଜୟ ସ୍ୱାଇଁ
March 1, 2025
in Accident, Nayagarh, State
ନୟାଗଡ଼ ଟ୍ରାଫିକ ଛକରେ ବଡ଼ ଦୁର୍ଘଟଣା
684
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଆଜି ମଧ୍ୟାହ୍ନରେ ନୟାଗଡ଼ ଟ୍ରାଫିକ ଛକଠାରେ ବଡ଼ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଏକ ଦୋକାନ ଘର ଭାଙ୍ଗିବା ସହିତ ଅନେକ ଲୋକ ବର୍ତି ଯାଇଛନ୍ତି । ସୁଚନାନୁସାରେ ଆଜି ମଧ୍ୟାହ୍ନରେ ଏକ ଗହମ ବୋଝେଇ ଟ୍ରକ କଳାହାଣ୍ଡି କେସିଙ୍ଗାରୁ କଟକ ଅଭିମୁଖେ ଯାଉଥିଲା । ନୟାଗଡ଼ ଟ୍ରାଫିକ ଛକ ନିକଟରେ ଗାଡିର ଷ୍ଟେରିଂ କଟି ଯାଇଥିବାରୁ ଡ୍ରାଇଭର ଭାରସାମ୍ୟ ହରାଇ ବସିଥିଲେ । ଟ୍ରକଟି ଯାଇ ଏକ ଦୋକାନ ଘରେ ପଶି ଯାଇଥିଲା । ଏହି ସ୍ଥାନରେ କୌଣସି ଯାତ୍ରୀ କିମ୍ବା ସାଧାରଣ ଜନତା ଉପସ୍ଥିତ ନଥିଲେ । ଘଟଣା ସ୍ଥଳରେ ନୟାଗଡ଼ ଟାଉନ ଥାନା ପୋଲିସ ପହଞ୍ଚି ଘଟଣାର ଅନୁଧ୍ୟାନ କରିଛନ୍ତି । ଟାଉନ ଥାନା ପକ୍ଷରୁ ଡ୍ରାଇଭରକୁ ଅଟକ ରଖାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!