Friday, May 23, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍

by ସଞ୍ଜୟ ସ୍ୱାଇଁ
May 10, 2025
in Accident, State
ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍
43
VIEWS
Share on FacebookShare on Twitter

ରାଇରଙ୍ଗପୁର, (ବାଘୁଆବାର୍ତ୍ତା): ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍ । ମୟୁରଭଞ୍ଜ ଜିଲ୍ଲା ବହଳଦା ଥାନା ଜିଆଳଦା ଚେଞ୍ଚଡା ଗଳାପୋଲ ନିକଟରେ ଭାରସାମ୍ୟ ହରାଇ ‘ଆପୁ’ ନାମକ ଯାତ୍ରୀବାହୀ ବସ୍ ରାସ୍ତା ତଳକୁ ଓଲଟିପଡିଥିଲା । ଫଳରେ ୧୭ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଛନ୍ତି । ଆହତଙ୍କୁ ଆମ୍ବୁଲାନ୍ସ ଯୋଗେ ରାଇରଙ୍ଗପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମୟୁରଭଞ୍ଜ ଜିଲ୍ଲା ବହଳଦା ଥାନା ଜାରିଟାଣ୍ଡିରୁ କରଞ୍ଜିଆ ଯାଉଥିବା ‘ଆପୁ’ ନାମକ ବସ ବ୍ରେକ୍ ଫେଲ ହେବାରୁ ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡ଼ିଥିବା ଚାଳକ କହିଛନ୍ତି । ଆହତ ଯାତ୍ରୀ ମାନଙ୍କ ମଧ୍ୟରୁ ୨ ଜଣ ଗୁରୁତର ଥିବାରୁ ତାଙ୍କୁ ବାରିପଦା ପିଆରଏମ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଓ ବହଳଦା ପୋଲିସ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଛନ୍ତି ।

ଜମ୍ମୁ କାଶ୍ମୀର କିସ୍ତୱାଡରେ ସେନାର ଏନକାଉଣ୍ଟର

ଜମ୍ମୁ କାଶ୍ମୀର କିସ୍ତୱାଡରେ ସେନାର ଏନକାଉଣ୍ଟର

May 23, 2025
ଜୁନ ପହିଲାରେ ଖୋଲିବ ହୀରାକୁଦ ଡ୍ୟାମ୍, ଆଲର୍ଟରେ ୧୫ ଜିଲା

ଜୁନ ପହିଲାରେ ଖୋଲିବ ହୀରାକୁଦ ଡ୍ୟାମ୍, ଆଲର୍ଟରେ ୧୫ ଜିଲା

May 23, 2025
ଯୁବକଙ୍କ ଜୀବନ ନେଲା ଫ୍ରି ଫାୟାର

ଯୁବକଙ୍କ ଜୀବନ ନେଲା ଫ୍ରି ଫାୟାର

May 23, 2025
କଫ ସିରପ ଚୋରି, ଏଏସଆଇ ନିଲମ୍ବିତ

କଫ ସିରପ ଚୋରି, ଏଏସଆଇ ନିଲମ୍ବିତ

May 23, 2025
ପୁଣି ଭିଜିବ ନୟାଗଡ, ୨୭ ରେ ଆସୁଛି ଲଘୁଚାପ

ପୁଣି ଭିଜିବ ନୟାଗଡ, ୨୭ ରେ ଆସୁଛି ଲଘୁଚାପ

May 23, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!