Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାସ୍ତା ତଳକୁ ଖସି ପଡ଼ିଲା ବସ୍

by ସଞ୍ଜୟ ସ୍ୱାଇଁ
January 9, 2025
in Accident, State
ରାସ୍ତା ତଳକୁ ଖସି ପଡ଼ିଲା ବସ୍
63
VIEWS
Share on FacebookShare on Twitter

ସନ୍ତରା, (ବାଘୁଆବାର୍ତ୍ତା): ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ବସ୍। ପିକନିକ୍ ପାର୍ଟିଙ୍କୁ ଛାଡ଼ି ଫେରିବା ବେଳେ ଘଟିଛି ଅଘଟଣ । ଏପରି ଏକ ଅଘଟଣ କଟକ-ପାରାଦୀପ ରାସ୍ତାର ସନ୍ତରା ନିକଟରେ ଘଟିଛି। ଡଲଫିନ ଫୋର୍-ଜି ନାମକ ବସ୍ ପିକନିକ ପାର୍ଟିକୁ ନେଇ କୁଜଙ୍ଗ ମାଳହୁଙ୍କା ଯାଇଥିଲା। ସେଠାରେ ସମସ୍ତଙ୍କୁ ଓହ୍ଲାଇ ଦେଇ ବସ୍‌ଟି ଆଜି ଭୋର ସମୟରେ ପାରାଦୀପ ଫେରୁଥିଲା। ମାତ୍ର ସନ୍ତରା ନିକଟରେ ଭାରସାମ୍ୟ ହରାଇ ବସ୍‌ଟି ରାସ୍ତା ତଳକୁ ଖସି ପଡ଼ିଥିଲା। ଦୁର୍ଘଟଣାର କାରଣ ଜଣାପଡି ନଥିବା ବେଳେ କେହି ଆହତ ହୋଇ ନ ଥିବା ଜଣାଯାଇଛି। ମାତ୍ର ଏଥିଯୋଗୁ ରାସ୍ତା ଜାମ ହୋଇଥିବା ବେଳେ ପୁଲିସ୍ ପହଞ୍ଚି ଯାନବାହନ ଚଳାଚଳକୁ ସ୍ୱାଭାବିକ କରିଛି। ଏବେ ବସଟିକୁ ଉଠାଇବାକୁ ଉଦ୍ୟମ କରାଯାଉଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!