Wednesday, September 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଘାଟି ତଳକୁ ଖସିଲା ମାଲ୍ ବୋଝେଇ ପିକ୍ଅପ୍

by ସଞ୍ଜୟ ସ୍ୱାଇଁ
April 18, 2025
in Accident, State
ଘାଟି ତଳକୁ ଖସିଲା ମାଲ୍ ବୋଝେଇ ପିକ୍ଅପ୍
38
VIEWS
Share on FacebookShare on Twitter

ଭଞ୍ଜନଗର, (ବାଘୁଆବାର୍ତ୍ତା): ଘାଟି ତଳକୁ ଖସିଲା ମାଲ୍ ବୋଝେଇ ପିକଅପ ଭ୍ୟାନ୍ । ଗାଡ଼ି ଭିତରେ ଚାପି ହୋଇ ରହିଗଲେ ଡ଼୍ରାଇଭର । ଗାଡ଼ିକୁ କାଟି ଡ୍ରାଇଭରଙ୍କୁ ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ । ସୂଚନାଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ଦାରିଙ୍ଗିବାଡ଼ି ଘାଟିରେ ବଡ଼ ପଥର ବୁଲାଣି ଠାରେ ଭାରସାମ୍ୟ ହରାଇ ଓଲଟିଲା ପିକଅପ ଭ୍ୟାନ୍ । ଦୁର୍ଘଟଣାରେ ଦୁଇ ଜଣ ଗୁରୁତର ହୋଇଛନ୍ତି । ଗୁରୁତର ଦୁଇ ଜଣ ହେଲେ ସୋନୁ ମେଶରମ୍ ଓ ଅରୁଣ ମେଶରମ । ଖବର ପାଇ ସୋରଡ଼ା ଅଗ୍ନିଶମ ବିଭାଗ ଓ ସୋରଡ଼ା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଜଣକୁ ଉଦ୍ଧାର କରିଥିବା ବେଳେ ଅନ୍ୟ ଜଣେ ଗାଡ଼ି ଭିତରେ ଚାପି ହୋଇ ରହିଥିଲେ । ଗାଡ଼ିକୁ କାଟି ଉକ୍ତ ଡ୍ରାଇଭରକୁ ଉଦ୍ଧାର କରାଯାଇଛି । ତେବେ ରାୟପୁରରୁ ଟ୍ରାକ୍ଟର ଲଙ୍ଗଳ ବୋଝେଇ କରି ଗଞ୍ଜାମ ଆସୁଥିବା ଥିବାବେଳେ ଏପରି ଘଟିଛି । ତେବେ ଉଭୟଙ୍କ ଘର ରାୟପୁର ବୋଲି ଜଣାପଡିଛି । ଉଭୟଙ୍କୁ ସୋରଡ଼ା ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ସୋରଡା ପୋଲିସ ପହଞ୍ଚି ତଦନ୍ତ କରୁଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!