Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟ୍ରାକ୍ଟରକୁ ଧକ୍କା ଦେଲା ଟ୍ରାଭେଲର

by ସଞ୍ଜୟ ସ୍ୱାଇଁ
April 16, 2025
in Accident, State
ଟ୍ରାକ୍ଟରକୁ ଧକ୍କା ଦେଲା ଟ୍ରାଭେଲର
56
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଭୁବନେଶ୍ୱର ଆର୍‌ଟିଓ-୨ ନିକଟରେ ଭୟଙ୍କର ଦୁର୍ଘଟଣା । ଟ୍ରାକ୍ଟରକୁ ପିଟିଲା ଟ୍ରାଭେଲର୍‌ । ଯେଉଁଥିରେ ଦୁଇଟି ଗାଡ଼ି ଭାଙ୍ଗି ଚୁର୍‌ମାର୍‌ ହୋଇଯାଇଛି । ଏହାବ୍ୟତୀତ ଏହି ଦୁର୍ଘଟଣାରେ ଦୁଇ ଜଣ ଆହତ ମଧ୍ୟ ହୋଇଛନ୍ତି । ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, ବୁଧବାର ସକାଳୁ ସକାଳୁ ଭୁବନେଶ୍ୱର ଇନ୍‌ଫୋସିଟି ଥାନା ଅଞ୍ଚଳରେ ଥିବା ଆର୍‌ଟିଓ-୨ ନିକଟରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା । ଭାରସାମ୍ୟ ହରାଇ ଟ୍ରାକ୍ଟରକୁ ଧକ୍କା ଦେଇଛି ଟ୍ରାଭେଲର । ଦୁର୍ଘଟଣାଟି ଏତେ ଭୟଙ୍କର ଥିଲା ଯେ, ଦୁଇଟି ଗାଡ଼ି ଭାଙ୍ଗି ଚୁର୍‌ମାର୍‌ ହୋଇଛି । ଏହାସହିତ ଗାଡ଼ିରେ ଥିବା ଦୁଇ ଜଣ ଆହତ ହୋଇଛନ୍ତି । ସ୍ଥାନୀୟ ଲୋକେ ଦୁର୍ଘଟଣା ସଂପର୍କରେ ଖବର ପାଇ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଛନ୍ତି । ଏହାସହିତ ଇନ୍‌ଫୋସିଟି ଥାନା ପୋଲିସକୁ ମଧ୍ୟ ଖବର ଦେଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍ ଆରମ୍ଭ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!