Tuesday, September 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟ୍ରକ୍‌କୁ ପଛପଟୁ ପିଟିଲା କୋର୍ଟ ଭ୍ୟାନ୍

by ସଞ୍ଜୟ ସ୍ୱାଇଁ
January 9, 2025
in Accident, State
ଟ୍ରକ୍‌କୁ ପଛପଟୁ ପିଟିଲା କୋର୍ଟ ଭ୍ୟାନ୍
79
VIEWS
Share on FacebookShare on Twitter

ବୌଦ୍ଧ, (ବାଘୁଆବାର୍ତ୍ତା): ମନମୁଣ୍ଡା ଗାନ୍ଧୀ ଛକରେ ଦୁର୍ଘଟଣା । ଟ୍ରକ୍‌କୁ ପଛପଟୁ ଧକ୍କା ଦେଲା କୋର୍ଟ ଭ୍ୟାନ୍‌ । ଏହି ଦୁର୍ଘଟଣାରେ ୨ଜଣ ପୋଲିସ ଆହତ ହୋଇଥିବା ବେଳେ ଅଳ୍ପକେ ବର୍ତ୍ତିଲେ ୧୦ ରୁ ଉର୍ଦ୍ଧ୍ବ ମୁଦାଲା । ବୌଦ୍ଧ ଜିଲ୍ଲା ମନମୁଣ୍ଡା ଗାନ୍ଧୀ ଛକରେ ଏହି ଦୁର୍ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । ସୂଚନା ମୁତାବକ, ମୁଦାଲାଙ୍କୁ ନେଇ ଏକ କୋର୍ଟ ଭ୍ୟାନ୍‌ କଣ୍ଟାମାଳ କୋର୍ଟ ଯାଉଥିଲା । ଏହି ସମୟରେ କୋର୍ଟ ଭ୍ୟାନ୍‌ଟି ଏକ ଟ୍ରକ୍‌କୁ ପଛପଟୁ ଧକ୍କା ଦେଇଥିଲା । ଏହଗି ଦୁର୍ଘଟଣାରେ ଦୁଇ ଜଣ ପୋଲିସ ଆହତ ହୋଇଥିବା ବେଳେ ୨୦ ରୁ ଉର୍ଦ୍ଧ୍ବ ମୁଦାଲା ଅଳ୍ପକେ ବର୍ତ୍ତି ଯାଇଥିଲେ । ଏହା ଦେଖି ସ୍ଥାନୀୟ ଲୋକେ ତୁରନ୍ତ ପୋଲିସକୁ ଖବର ଦେଇ କୋର୍ଟ ଭ୍ୟାନ୍‌ର କାଗଜ ପତ୍ର ଯାଞ୍ଚ କରିଥିଲେ । ଭ୍ୟାନ୍‌ଟିର କାଗଜ ପତ୍ର ଠିକ୍ ନଥିବାରୁ ଘଟଣା ସ୍ଥଳରେ ଉତ୍ତେଜନା ଦେଖିବାକୁ ମିଳିଥିଲା । ଖବର ପାଇ ଘଟଣାସ୍ଥଳରେ ମନମୁଣ୍ଡା ପୋଲିସ ପହଞ୍ଚି ଆହତ ପୋଲିସଙ୍କୁ ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଇ ଘଟଣାର ତଦନ୍ତ ଚଳାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!