Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟ୍ରକକୁ ଧକ୍କା ଦେଲା ତୀର୍ଥଯାତ୍ରୀ ବସ୍

by ସଞ୍ଜୟ ସ୍ୱାଇଁ
May 29, 2025
in Accident, State
ଟ୍ରକକୁ ଧକ୍କା ଦେଲା ତୀର୍ଥଯାତ୍ରୀ ବସ୍
14
VIEWS
Share on FacebookShare on Twitter

ବ୍ରହ୍ମପୁର, (ବାଘୁଆବାର୍ତ୍ତା): ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ୧୬ ନମ୍ବର ଜାତୀୟ ରାଜପଥ ସୁବଳୟା ଛକ ନିକଟରେ ଦୁର୍ଘଟଣା। ରାସ୍ତା କଡ଼ରେ ଛିଡା ହୋଇଥିବା ଟ୍ରକକୁ ଧକ୍କା ଦେଲା ତୀର୍ଥଯାତ୍ରୀ ବସ୍ । ୧୦ ଆହତ ମଧ୍ୟରୁ ୬ ଜଣ ଗୁରୁତର। ସେମାନଙ୍କୁ ଛତ୍ରପୁର ମେଡିକାଲରେ ଭର୍ତ୍ତି କରାଯାଇଛି। ବସଟି ଉତ୍ତରପ୍ରଦେଶରୁ ତୀର୍ଥ ସାରି ଆନ୍ଧ୍ର ପ୍ରଦେଶ ଫେରୁଥିବା ବେଳେ ଭୋର ୪ଟା ସମୟରେ ସୁବଳୟା ଠାରେ ଦୁର୍ଘଟଣା ଘଟିଛି। ବସରେ ପୁରୁଷ ଓ ମହିଳାଙ୍କ ସମେତ ମୋଟ ୨୦ ଜଣଙ୍କ ଯାତ୍ରୀ ଥିଲେ । ରମ୍ଭା ପୋଲିସ ପହଞ୍ଚି ଆହତଙ୍କୁ ଉଦ୍ଧାର କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!