Sunday, June 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
July 6, 2021
in Accident
କୁକୁଡା ବୋଝେଇ ପିକଅପ ଭ୍ୟାନକୁ ପିଟିଲା ୧୦ ଚକିଆ ଟ୍ରକ, ଟ୍ରକ ଡ୍ରାଇଭର ମୃତ
54
VIEWS
Share on FacebookShare on Twitter

ଭବାନୀପାଟଣା, (ବାଘୁଆବାର୍ତ୍ତା): ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ । ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଗଛରେ ବାଇକ୍ ପିଟିହେଲା । କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଥାନା ଅନ୍ତର୍ଗତ ମୂର୍ଲାପଦର ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ମୃତକଙ୍କ ଭିତରେ ଅଛନ୍ତି ମରିଆବନ୍ଧଲି ଗାଁର ଦୁଇ ଭାଇ ପିଣ୍ଟୁ ମାଝୀ ଓ ସଦାନନ୍ଦ ମାଝୀ । ଅନ୍ୟ ଜଣେ ମୃତକ ହେଲେ ଚଞ୍ଜରାଭାଡ଼ି ଗାଁର ରାଜୁ ବଗର୍ତ୍ତୀ । ଦୁର୍ଘଟଣାରେ ଆଉ ଆଉ ଜମେ ସାମାନ୍ୟ ଆହତ ହୋଇଛନ୍ତି । ଗତକାଲି ବିଳମ୍ବିତ ରାତିରେ ଚାରି ଜଣ ଗୋଟିଏ ବାଇକରେ ଝାରବନ୍ଧରୁ ଜୁନାଗଡ଼ ଅଭିମୁଖେ ଯାଉଥିଲେ । ଏତିକିବଳେ ମୂର୍ଲାପଦର ନିକଟରେ ଦୁର୍ଘଟଣାର ଶିକାର ହୋଇଥିଲେ । ସମସ୍ତଙ୍କୁ ଉଦ୍ଧାର କରି ଜୁନାଗଡ଼ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ତିନି ଜଣଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ । ଜୁନାଗଡ଼ ଥାନା ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ କରୁଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!