Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚାନ୍ଦପୁର ଜାତୀୟ ରାଜପଥରେ ଏସିଡ ଟ୍ୟାଙ୍କର ଲିକ୍

by ସଞ୍ଜୟ ସ୍ୱାଇଁ
June 17, 2021
in Breaking
ଚାନ୍ଦପୁର ଜାତୀୟ ରାଜପଥରେ ଏସିଡ ଟ୍ୟାଙ୍କର ଲିକ୍
208
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ବିଳମ୍ବିତ ରାତିରେ ନୟାଗଡ ଜିଲ୍ଲା ଚାନ୍ଦପୁର ୧୬ ନମ୍ବର ଜାତୀୟ ରାଜପଥ ରୟାଲ କଟେଜ ନିକଟରେ ଏକ ହାଇଡ୍ରୋକ୍ଲୋରିକ ଏସିଡ ଭର୍ତ୍ତି ଟ୍ୟାଙ୍କରରୁ ଯାନ୍ତ୍ରିକ ତ୍ରୁଟି ଲାଗି ଏସିଡ ଲିକ ହେବାରେ ଲାଗିଛି। ସୂଚନାନୁସାରେ, ରାତି ୯ ଘଟିକା ପାଖାପାଖି ଗଞ୍ଜାମରୁ ହାଇଡ୍ରୋକ୍ଲୋରିକ ଏସିଡ ଭର୍ତ୍ତି ଏକ ଟ୍ୟାଙ୍କର କୋଲକାତା ଅଭିମୁଖେ ଯାଉଥିବାବେଳେ ଚାନ୍ଦପୁର ଥାନା ୧୬ ନମ୍ବର ଜାତୀୟ ରାଜପଥ ଅନ୍ତର୍ଗତ ରୟାଲ କଟେଜ ନିକଟରେ ଟ୍ୟାଙ୍କରର ଭାଲାଭ୍ ଟି ଭାଙ୍ଗିଯାଇଥିଲା। ଫଳରେ ହାଇଡ୍ରୋକ୍ଲୋରିକ ଏସିଡ ଲିକ ହୋଇ ରାଜପଥରେ ବୋହିବାକୁ ଲାଗିଥିଲା। ସଙ୍ଗେସଙ୍ଗେ ଖବର ପାଇ ଚାନ୍ଦପୁର ଆଇଆଇସି ରଶ୍ମିରଂଜନ ଦାସ ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ପ୍ରଥମେ ଗାଡିକୁ ରୋଡ଼ ପାର୍ଶ୍ଵକୁ ନେଇଯାଇଥିଲେ। ଏବଂ ଜାତୀୟ ରାଜପଥ ବ୍ଲକ କରି ଆଖ ପାଖ ଅଞ୍ଚଳରୁ ତୁରନ୍ତ ଜନସାଧାରଣଙ୍କୁ ଖାଲି କରିଥିଲେ। ଉକ୍ତ ରାସ୍ତା ଦେଇ ଯାତ।ୟତ ବନ୍ଦ କରିବା ସହ ଟାଙ୍ଗି ଅଗ୍ନିଶମ ବିଭାଗ ପହଞ୍ଚି ଆୟତ କରିବାକୁ ଚେଷ୍ଟା ଜାରି ରଖିଥିବା ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!