Tuesday, September 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆକ୍ସନରେ ଅବକାରୀ ବିଭାଗ

by ସଞ୍ଜୟ ସ୍ୱାଇଁ
February 1, 2025
in Crime, State
ଆକ୍ସନରେ ଅବକାରୀ ବିଭାଗ
67
VIEWS
Share on FacebookShare on Twitter

କରଞ୍ଜିଆ, (ବାଘୁଆବାର୍ତ୍ତା): ଆକ୍ସନରେ ଅବକାରୀ ବିଭାଗ । ମୟୁରଭଞ୍ଜର ବିଭିନ୍ନ ସ୍ଥାନରେ ଏକାଥରକେ ଚଢାଉ କରୁଛି ଅବକାରୀ ବିଭାଗ । ଏହି ଚଢାଉରେ ଅବକାରୀ ବିଭାଗକୁ ବିପୁଳ ପରିମାଣର ମହୁଲ ପୋଚ ଓ ଦେଶୀ ମଦ ମିଳିଛି । ଯାହାକୁ ନଷ୍ଟ କରିଛି ଅବକାରୀ ବିଭାଗ । ଖବର ଅନୁଯାୟୀ, ଶନିବାର ଅବକାରୀ ବିଭାଗ ଟିମ୍‌ ପକ୍ଷରୁ ମୟୁରଭଞ୍ଜର ଯଶିପୁର, ସୁକ୍ରୁଳି, କରଞ୍ଜିଆ, ଠାକୁରମୁଣ୍ଡାରେ ଏକକାଳୀନ ଚଢାଉ ହୋଇଥିଲା । ଏହି ଚଢାଉରେ ୫୮୦୦ ଲିଟର ମହୁଲ ପୋଚ କରିବା ସହ ୧୨୦ ଲିଟର ଦେଶୀ ମଦ ଜବତ ହୋଇଛି ।ଯାହାକୁ ପରବର୍ତ୍ତୀ ସମୟରେ ନଷ୍ଟ କରିଛି ଅବକାରୀ ବିଭାଗ । କରଞ୍ଜିଆ ଥାନା ଦରି ନିକଟସ୍ଥ ଜରା ନାଳ ନିକଟରେ ମଦ ରନ୍ଧା ଯାଉଥିବା ସମୟରେ ଚଢ଼ାଉ କରିଛି ଅବକାରୀ ବିଭାଗ । ତେବେ ଚଢ଼ାଉ ସମୟରେ ସମସ୍ତ ମଦ ମାଫିଆ ଫେରାର ହୋଇଯାଇଥିବା ସୂଚନା ଦେଇଛି ଅବକାରୀ ବିଭାଗ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!