Tuesday, September 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବୋହୂର ମୃତଦେହ ଦେଖି ହୃତଘାତରେ ଚାଲିଗଲା ଶାଶୂର ଜୀବନ

by ସଞ୍ଜୟ ସ୍ୱାଇଁ
February 24, 2025
in Crime, State
ବୋହୂର ମୃତଦେହ ଦେଖି ହୃତଘାତରେ ଚାଲିଗଲା ଶାଶୂର ଜୀବନ
89
VIEWS
Share on FacebookShare on Twitter

ବଲାଙ୍ଗୀର, (ବାଘୁଆବାର୍ତ୍ତା): ଗୋଟିଏ ଘରୁ ଉଠିଲା ଦୁଇଟି ଶବ । ଏକାସଙ୍ଗରେ ଜଳିବ ଶାଶ ବୋହୂଙ୍କ ମରଶରୀର । ତେବେ କୌଣସି କାରଣରୁ ବୋହୂ ଆତ୍ମହତ୍ୟା କରିଥିବା ବେଳେ ବୋହୂର ଝୁଲନ୍ତା ମୃତଦେହ ଦେଖି ଶାଶୂର ହୃଦଘାତରେ ମୃତ୍ୟୁ ହୋଇଛି । ଏଭଳି ଅଭାବନୀୟ ଘଟଣା ଘଟିଛି ବଲାଙ୍ଗୀର ସହରର ରାଜୀବ ନଗର ପଡାରେ । ବୋହୂର ଝୁଲନ୍ତା ମୃତଦେହ ଦେଖି ହୃତଘାତରେ ଚାଲିଗଲା ଶାଶୂର ଜୀବନ । ବୋହୂର ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ସେପଟେ ହତ୍ୟା ଅଭିଯୋଗ ଆଣିଲେ ବୋହୂର ପରିବାର ଲୋକେ । ଖବର ପାଇଁ ଘଟଣାସ୍ଥଳରେ ପୋଲିସ ପହଞ୍ଚିବା ପରେ ଘର ଭିତରୁ ଉଭୟଙ୍କ ମୃତଦେହ ଉଦ୍ଧାର କରି ଭୀମଭୋଇ ମେଡିକାଲ ମର୍ଗ ହାଉସକୁ ପଠାଇଛି ପୋଲିସ । ଘଟଣାସ୍ଥଳରେ ଟାଉନ ଥାନା ପୋଲିସ ତଦନ୍ତ କରୁଛି । ତେବେ ମୃତ ବୋହୂର ନାଁ ଆନନ୍ଦିନୀ ସାହୁ ଓ ତାଙ୍କ ଶାଶୁଙ୍କ ନାଁ ଯମୁନାବତୀ ସାହୁ । କିପରି ଓ କେଉଁ ପରିସ୍ଥିତିରେ ଉଭୟଙ୍କ ମୃତ୍ଯୁ ହେଲା ପୋଷ୍ଟମର୍ଟମ ରିପୋର୍ଟ ଆସିବା ପରେ ସ୍ପଷ୍ଟ ହେବ ବୋଲି କହିଛି ପୋଲିସ୍ । ଘଟଣା ଘଟିବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!