Monday, September 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନାଳରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
February 24, 2025
in Crime, State
ନାଳରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର
61
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ନାଳରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଯୁବକଙ୍କ ପରିଚୟ ଏବଂ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ତାଙ୍କୁ ହତ୍ୟା କରାଯାଇଥିବା ନେଇ ପୋଲିସ ସନ୍ଦେହ କରୁଛି । ରାୟଗଡ଼ା ଜିଲ୍ଲା ଗୁଣପୁର ଥାନା ଅନ୍ତର୍ଗତ ଅଞ୍ଚଳରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । ସୂଚନା ମୁତାବକ, ଗୁଣପୁର ଥାନା ଅନ୍ତର୍ଗତ ଆଚବା ନାଳରେ ଜଣେ ଅଜଣା ଯୁବକଙ୍କ ମୃତଦେହ ଦେଖିବାକୁ ପାଇଥିଲେ ସ୍ଥାନୀୟଲୋକେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ଗୁଣପୁର ପୋଲିସ ପହଞ୍ଚିଥିଲା । ସେଠାରେ ପହଞ୍ଚି ଯୁବକଙ୍କ ମୃତଦେହକୁ ନାଳରୁ ଉଦ୍ଧାର କରିଛି । ପରେ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି ପୋଲିସ । ଏହା ସହ ଯୁବକଙ୍କ ପରିଚୟ ଏବଂ ମୃତ୍ୟୁର କାରଣ ଖୋଜି ଘଟଣାର ତଦନ୍ତ ଚଳାଇଛି ପୋଲିସ । ତେବେ କେହି ଦୁର୍ବୃତ୍ତ ଯୁବକଙ୍କୁ ହତ୍ୟା କରି ନାଳରେ ଫିଙ୍ଗି ଦେଇଥିବା ନେଇ ପୋଲିସ ସନ୍ଦେହ କରୁଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!