Thursday, November 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବ୍ରାଉନସୁଗାର ଜବତ, ପଶ୍ଚିମ ବଙ୍ଗର ୨ ନିଶା ମାଫିଆ ଗିରଫ

by ସଞ୍ଜୟ ସ୍ୱାଇଁ
August 25, 2023
in Crime, State
ବ୍ରାଉନସୁଗାର ଜବତ, ପଶ୍ଚିମ ବଙ୍ଗର ୨ ନିଶା ମାଫିଆ ଗିରଫ
68
VIEWS
Share on FacebookShare on Twitter

ଖୋର୍ଦ୍ଧା, (ବାଘୁଆବାର୍ତ୍ତା): ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ଗୁରୁଜଙ୍ଗ ହଳଦିଆ ରାସ୍ତାରୁ ପଶ୍ଚିମ ବଙ୍ଗର ୨ ନିଶା ମାଫିଆ ଗିରଫ। ଖୋର୍ଦ୍ଧା ପୋଲିସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ନିଶା ମାଫିଆକୁ ପିଛା କରି ଧରିବାରେ ସଫଳ ହୋଇଛି। ଗିରଫ ବ୍ୟକ୍ତି ହେଲେ ମହମ୍ମଦ ରହିମ ଏବଂ ଆସିଫ ଖାଁ। ସେମାନଙ୍କ ଠାରୁ ୩୧୦ଗ୍ରାମ ବ୍ରାଉନସୁଗର ଜବତ କରାଯାଇଛି। ଏହି ଘଟଣାରେ ଆହୁରି ୪ଜଣଙ୍କୁ ପୋଲିସ୍ ଗିରଫ କରିବ ବୋଲି ସୂଚନା ଦେଇଛି। ଏକ ବଜାଜ ପଲସର ବାଇକ୍ ଯୋଗେ ହଳଦିଆ ପଟୁ ଖୋର୍ଦ୍ଧାକୁ ଆସୁଥିବା ବେଳେ ୨ ମାଫିଆ ପୋଲିସ ହାବୁଡ଼ରେ ପଡ଼ିଥିଲେ। ଗିରଫ ନିଶା ମାଫିଆ ନୂଆ କରି ବେପାର ଚଳାଇବା ସମୟରେ ଧରାପଡିଥିବା ଜଣାପଡ଼ିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!