Thursday, September 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶୀକାରି ଗୁଳିରେ ଆଦିବାସୀ ମୃତ

by ସଞ୍ଜୟ ସ୍ୱାଇଁ
May 30, 2025
in Crime, Nayagarh, State
ଶୀକାରି ଗୁଳିରେ ଆଦିବାସୀ ମୃତ
369
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ବନଖଣ୍ଡ ଅନ୍ତର୍ଗତ ପଞ୍ଚରିଡ଼ା ବନାଞ୍ଚଳ ଗୋଚ୍ଛା ସଂରକ୍ଷିତ ଜଙ୍ଗଲରେ ଶୀକାରି ଗୁଳିରେ ଜଣେ ଆଦିବାସୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ସ୍ଥାନୀୟ ଲୋକଙ୍କଠାରୁ ମିଳିଥିବା ସୂଚନାନୁସାରେ ଗୋଚ୍ଛା ଗ୍ରାମର ହୀନ ପ୍ରଧାନ ଜଙ୍ଗଲକୁ ଯାଇଥିବା ବେଳେ କିଛି ଶୀକାରିଙ୍କ ଗୁଳି ତାଙ୍କ ଦେହରେ ବାଜିଥିଲା । ଜଙ୍ଗଲ ଭିତରେ ହୀନଙ୍କ ମୃତ୍ୟୁ ହୋଇଛି । ସ୍ଥାନୀୟ ଶରଣକୁଳ ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଛାନଭିନ୍ କରୁଥିବା ଜଣାପଡ଼ିଛି । ଏହି ଘଟଣାକୁ ଚପାଇ ଦେବାକୁ ଜୋରଦାର ଉଦ୍ୟମ ଚାଲିଛି । ଅଭିଯୁକ୍ତ ଶୀକାରି ଜଣେ ବିଜେପି କର୍ମୀ ହୋଇଥିବାରୁ ସ୍ଥାନୀୟ ନେତୃତ୍ୱ ଏହି ମାମଲାକୁ ରଫାଦଫା କରିବାକୁ ଉଦ୍ୟମ ଚଳାଇଥିବା ଆଲୋଚନା ହେଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!