Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅବତରଣ ବେଳେ ଫାଟିଗଲା ଇଣ୍ଡିଗୋ ବିମାନର ଚକ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ ଓ କ୍ରୁ ମେମ୍ବର

by ସଞ୍ଜୟ ସ୍ୱାଇଁ
June 15, 2021
in Nayagarh
ଅବତରଣ ବେଳେ ଫାଟିଗଲା ଇଣ୍ଡିଗୋ ବିମାନର ଚକ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ ଓ କ୍ରୁ ମେମ୍ବର
130
VIEWS
Share on FacebookShare on Twitter

ବାଙ୍ଗାଲୋର,(ବାଘୁଆବାର୍ତ୍ତା): ଅବତରଣ ବେଳେ ଫାଟିଗଲା ଇଣ୍ଡିଗୋ ବିମାନର ଚକ | ଆଉ ଅଳ୍ପକେ ବିମାନରେ ଥିବା ଯାତ୍ରୀ ଏକ ବଡ ଦୁର୍ଘଟଣାରୁ ବର୍ତ୍ତିଯାଇଛନ୍ତି | ମିଳିଥିବା ସୂଚନା ମୁତାବକ କେରଳର କନ୍ନୁରରୁ କର୍ଣ୍ଣାଟକର ହୁଵଲୀକୁ ଆସୁଥିବା ଇଣ୍ଡିଗୋ ବିମାନରେ ହୁଵଲୀ ବିମାନବନ୍ଦରରେ ଅବତରଣ କରୁଥିବାବେଳେ ଏହାର ଚକ ଫାଟିଯାଇଥିଲା | ସୋମବାର ସନ୍ଧ୍ୟାରେ କର୍ଣ୍ଣାଟକର ହୁଵଲୀ ବିମାନବନ୍ଦରରେ ଅବତରଣ ସମୟରେ ବିମାନର ଟାୟାର ଫାଟି ଯାଇଥିଲା। ତେବେ ବିମାନରେ ଥିବା ସମସ୍ତ ଯାତ୍ରୀ ଏବଂ କ୍ରୁ ସଦସ୍ୟ ସୁରକ୍ଷିତ ଅଛନ୍ତି। ମଙ୍ଗଳବାର ଇଣ୍ଡିଗୋ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଇଣ୍ଡିଗୋ ପକ୍ଷରୁ କୁହାଯାଇଛି ଯେ ବର୍ତ୍ତମାନ ବିମାନକୁ ଯାଞ୍ଚ ପାଇଁ ନିଆଯାଇଛି। ଇଣ୍ଡିଗୋ ବିମାନ ୬ଇ-୭୯୭୯ କନ୍ନୁରରୁ ହୁଵଲୀ ଅଭିମୁଖେ ଯାଉଥିଲା | ସୋମବାର ସନ୍ଧ୍ୟାରେ ଅବତରଣ ସମୟରେ ଏହି ଘଟଣା ଘଟିଛି। ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!