Saturday, September 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗଞ୍ଜାମରେ ପୁଣି ଫୁଟିଲା ଗୁଳି

by ସଞ୍ଜୟ ସ୍ୱାଇଁ
May 22, 2025
in Crime, State
ଗଞ୍ଜାମରେ ପୁଣି ଫୁଟିଲା ଗୁଳି

A revolver held by two anonymous hands is fired on a black background.

38
VIEWS
Share on FacebookShare on Twitter

ଗଞ୍ଜାମ, (ବାଘୁଆବାର୍ତ୍ତା): ଗଞ୍ଜାମରେ ପୁଣି ଫୁଟିଲା ଗୁଳି । କୋଦଳା ଥାନା ଅନ୍ତର୍ଗତ ରାମପଲ୍ଲୀ ଗାଁରେ ଜଣେ ମହିଳାଙ୍କୁ ଗୁଳି ମାଡ ହୋଇଛି। ଗୁଳି ମାଡର ଶିକାର ହୋଇଥିବା ମହିଳା ଜଣକ ହେଲେ ୪୦ବର୍ଷୀୟ ଭାବିନୀ ରାଉତ । ଭାବିନୀଙ୍କ ସଂପର୍କୀୟ ଭଣଜା ସୁରେଶ ପ୍ରଧାନ ଗୁଳି କରିଛନ୍ତି । ସୂଚନା ଅନୁସାରେ ଭଣଜା ସୁରେଶ ସୁଶାନ୍ତ ରାଉତ ଟାର୍ଗେଟ୍ କରିଥିଲେ । ତେବେ ସାମ୍ନାକୁ ଆସି ଯାଇଥିଲେ ସୁରେଶଙ୍କ ସ୍ତ୍ରୀ ଭାବିନୀ । ଭବାନୀଙ୍କୁ ଗୁରୁତର ଅବସ୍ଥାରେ ଗତ ବିଳମ୍ବିତ ରାତିରେ କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ପ୍ରାଥମିକ ଚିକିତ୍ସା କରାଯାଇ ପରେ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ସ୍ଥାନାନ୍ତରିତ କରାଯାଇଛି। ସେପଟେ ଖବର ପାଇ କୋଦଳା ପୋଲିସ ଗତ ରାତିରୁ ଅଭିଯୁକ୍ତଙ୍କୁ ଧରିବାକୁ ଛାନଭିନ୍ ଆରମ୍ଭ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!