Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ପୁଣି ଉପରମୁହାଁ ତାତି

by ସଞ୍ଜୟ ସ୍ୱାଇଁ
June 2, 2025
in State
୪୦ ଡିଗ୍ରୀ ଛୁଇଁବ ତାପମାତ୍ରା
32
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ହଜିଲା ମୌସୁମୀ, ଫେରିଲା ତାତି । ମଧ୍ୟାହ୍ନ ୨ ଟା ୩୦ ସୁଦ୍ଧା ୩୯.୪ ଡିଗ୍ରି ଟପିଲା ତାପମାତ୍ରା । ଭୁବନେଶ୍ବରରେ ୩୯.୪ ଡିଗ୍ରି ତାପମାତ୍ରା ରେକର୍ଡ ହୋଇଛି । ସେହିଭଳି ଝାରସୁଗୁଡ଼ାରେ ମଧ୍ୟ ୩୯ ଡିଗ୍ରୀ ତାପମାତ୍ରା ଥିବାବେଳେ ସମ୍ବଲପୁରରେ ୩୯ ଡିଗ୍ରି ରହିଛି । ବାଲେଶ୍ବରରେ ୩୮.୪ ଡିଗ୍ରି , ହୀରାକୁଦରେ ୩୮.୪ ଡିଗ୍ରି ତାପମାତ୍ରା ରହିଛି । ତା’ସହିତ ଚାନ୍ଦବାଲିରେ ୩୮ ଡିଗ୍ରି ଓ ରାଉରକେଲାରେ ୩୭.୨ ଡିଗ୍ରି ସେଲସିୟସ ତାପମାତ୍ରା ରେକର୍ଡ ହୋଇଛି । ଦୁର୍ବଳ ହେଲା ଦକ୍ଷିଣ-ପଶ୍ଚିମ ମୌସୁମୀ । ଉପକୂଳ ଜିଲ୍ଲାରେ ତାତି ସହ ଅସହ୍ୟ ଗୁଳୁଗୁଳି ହେଉଛି । ଅନ୍ୟପଟେ ଆଜି କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି ଓ ଗଞ୍ଜାମ । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ଏହି ସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!