Saturday, September 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଣି ରାଜଧାନୀରେ ମର୍ଡର

by ସଞ୍ଜୟ ସ୍ୱାଇଁ
May 22, 2025
in Crime, State
ପୁଣି ରାଜଧାନୀରେ ମର୍ଡର
96
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): ଭୁବନେଶ୍ବର ଲିଙ୍ଗରାଜ ଷ୍ଟେସନ ରୋଡ଼ ସମ୍ମୁଖରୁ ଉଦ୍ଧାର ହୋଇଛି ମୃତଦେହ । ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ। ମୃତ ଯୁବକଙ୍କ ନାଁ ସନାତନ ରାଉତ। ମୃତକଙ୍କ ଘର ଭୀମଟାଙ୍ଗୀ ସ୍ଥିତ ଖଣ୍ଡୁଆଳ ସାହିରେ । ସେପଟେ ହତ୍ୟା ଅଭିଯୋଗ ଆଣିଛନ୍ତି ସନାତନଙ୍କ ଭାଇ ରବୀନ୍ଦ୍ର ବେହେରା । ମୃତକଙ୍କ ବୟସ ୩୩ ବୟସ। ଲିଙ୍ଗରାଜ ଷ୍ଟେସନ ରୋଡ଼ ପାଖରେ ଛିଡା ହୋଇ ଶ୍ରମିକ ଭାବେ କାମ କରନ୍ତି । ଅନେକ ସମୟରେ ନିଶା ସେବନ କରି ଘରେ ଓ ବାହାରେ ମାରପିଟ କରନ୍ତି ବୋଲି ମୃତକଙ୍କ ସମ୍ପର୍କୀୟ କହିଛନ୍ତି । ସେପଟେ ଲିଙ୍ଗରାଜ ଷ୍ଟେସନ ରୋଡ଼ ନିକଟରେ ବାହାରୁ ଆସି ଲୋକେ ଶ୍ରମିକ ଭାବେ କାମ କରୁଥିବାରୁ ଷ୍ଟେସନ ନିକଟରେ ନିଶା କାରବାର ବଢୁଥିବା ଅଭିଯୋଗ କରିଛନ୍ତି ସ୍ଥାନୀୟ ଲୋକେ। ଘଟଣାସ୍ଥଳରେ ଏୟାରଫିଲଡ଼ ଥାନା ପୋଲିସ ପହଞ୍ଚି ଆରମ୍ଭ କରିଛି ତଦନ୍ତ । ସିସିଟିଭିକୁ ଯାଞ୍ଚ କରାଯାଇଛି । ଲିଙ୍ଗରାଜ ଷ୍ଟେସନ ନିକଟ ଜନଗହଳି ପୂର୍ଣ୍ଣ ସ୍ଥାନରେ କିଭଳି ଅଭାବନୀୟ ଘଟଣା ଘଟିଲା ତାକୁ ନେଇ ଆରମ୍ଭ ହୋଇଛି ଛାନଭିନ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!