Friday, May 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନରେନ୍ଦ୍ର ପୁଷ୍କରିଣୀରେ ଅଘଟଣ

by ସଞ୍ଜୟ ସ୍ୱାଇଁ
May 20, 2025
in State
ନରେନ୍ଦ୍ର ପୁଷ୍କରିଣୀରେ ଅଘଟଣ
132
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ନରେନ୍ଦ୍ର ପୁଷ୍କରିଣୀରେ ପୁଣି ଅଘଟଣ। ଭଉଁରୀ ଯାତ୍ରା ସମୟରେ ନରେନ୍ଦ୍ର ପୁଷ୍କରିଣୀରେ ବୁଡ଼ି ଯାଉଥିବା ବେଳେ ଯୁବକ ଉଦ୍ଧାର। ଅଗ୍ନିଶମ ବାହିନୀ ଯୁବକକୁ ଉଦ୍ଧାର କରି ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ଖବର ଅନୁଯାୟୀ, ଉଦ୍ଧାର ଯୁବକ ଜଣକ କାଳୁପଡା ଅଞ୍ଚଳର ବୋଲି ଜଣାପଡିଛି। ଯୁବକ ଜଣକ ଅତ୍ୟଧିକ ନିଶା ସେବନ କରି ଭଉଁରୀ ଯାତ୍ରା ସମୟରେ ନରେନ୍ଦ୍ର ପୁଷ୍କରିଣୀରେ ବୁଡ଼ି ଯାଉଥିଲା। ଅଗ୍ନିଶମ ବାହିନୀ ତୁରନ୍ତ ପୁଷ୍କରିଣୀ ରୁ ଯୁବକକୁ ଉଦ୍ଧାର କରିଥିଲେ। ଘଟଣାକୁ ନେଇ କୁମ୍ଭାରପଡ଼ା ଥାନା ପୋଲିସ ତଦନ୍ତ ଚଳାଇଛି। ସେପଟେ ଗତ କିଛି ଦିନ ପୂର୍ବେ ନରେନ୍ଦ୍ର ପୁଷ୍କରିଣୀରେ ବୁଡ଼ି ଜଣେ ଅଜଣା ଯୁବକଙ୍କ ଜୀବନ ଚାଲିଯାଇଥିଲା।

ଦୋକାନରେ ଅଗ୍ନିକାଣ୍ଡ: ଦେହରେ ନିଆଁ ଲାଗି ବୟସ୍କ ସ୍ୱାମୀ ସ୍ତ୍ରୀ ଗୁରୁତର

ଦୋକାନରେ ଅଗ୍ନିକାଣ୍ଡ: ଦେହରେ ନିଆଁ ଲାଗି ବୟସ୍କ ସ୍ୱାମୀ ସ୍ତ୍ରୀ ଗୁରୁତର

May 1, 2026
ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬: ଶ୍ରମିକ ମାନଙ୍କୁ ବିଭିନ୍ନ ସହାୟତା ବଣ୍ଟନ

ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬: ଶ୍ରମିକ ମାନଙ୍କୁ ବିଭିନ୍ନ ସହାୟତା ବଣ୍ଟନ

May 1, 2026
ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

May 1, 2026
ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

April 29, 2026
ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

April 29, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!