Sunday, September 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଗ୍ନି ପ୍ରାଇମ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

by ସଞ୍ଜୟ ସ୍ୱାଇଁ
December 18, 2021
in State, Technology
ଅଗ୍ନି ପ୍ରାଇମ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ
8
VIEWS
Share on FacebookShare on Twitter

ବାଲେଶ୍ୱର, (ବାଘୁଆବାର୍ତ୍ତା): ଅଗ୍ନି ପ୍ରାଇମ୍ କ୍ଷେପଣାସ୍ତ୍ରର ବିକଶିତ ସଂସ୍କରଣର ସଫଳ ପରୀକ୍ଷଣ ହୋଇଛି। ଶନିବାର ଭଦ୍ରକ ଜିଲ୍ଲା ଧାମରା ବ୍ଲକ ଅନ୍ତର୍ଗତ ହୁଇଲର ଦୀପର ୪ ନମ୍ବର ଲଞ୍ଚ୍ ପ୍ୟାଡରୁ ପୂର୍ବାହ୍ନ ୧୧ଟାରେ ପରୀକ୍ଷଣ କରାଯାଇଥିଲା । ଦୁଇ ସ୍ତର ଇଞ୍ଜିନ୍ ବିଶିଷ୍ଟ ଏହି କ୍ଷେପଣାସ୍ତ୍ରର ଲକ୍ଷ୍ୟଭେଦ କ୍ଷମତା ୧୦୦୦ରୁ ୨୦୦୦ କି.ମି ରହିଛି। ଏହି ପରୀକ୍ଷଣ ସମୟରେ ପରମାଣୁ ସକ୍ଷମ ରଣନୀତିକ କ୍ଷେପଣାସ୍ତ୍ର ଅଗ୍ନି ପ୍ରାଇମରେ ଅନେକ ନୂଆ ବୈଶିଷ୍ଟ୍ୟ ଯୋଗ କରାଯାଇଛି। ପରୀକ୍ଷଣ ସମୟରେ ଡିଆରଡିଓର ସମସ୍ତ ଅଧିକାରୀ ଉପସ୍ଥିତ ଥିଲେ। ଅଗ୍ନି ପ୍ରାଇମ୍‌ ମିସାଇଲ୍‌ ସହିତ ଅନେକ ଜ୍ଞାନକୌଶଳ ଯୋଡିହୋଇଛି । ନିଜର ଟାର୍ଗେଟରେ କିପରି ସଠିକ୍‌ ଭାବେ ପହଞ୍ଚିପାରିବ । ସେଦିଗରେ ମଧ୍ୟ କାମ କରାଯାଇଛି । ଅଗ୍ନି ପ୍ରାଇମ୍‌ର ଓଜନ କମ୍‌ ହୋଇଥିବାରୁ ଏହାକୁ ବ୍ୟବହାର କରିବା ଅତି ସହଜ ହେବ । ତେବେ ଅଗ୍ନି ପ୍ରାଇମ୍‌ ମିସାଇଲ୍‌ର ସଫଳ ପରୀକ୍ଷଣ ନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଡିଆର୍‌ଡିଓକୁ ଶୁଭେଚ୍ଛା ଜଣାଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!