Monday, June 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଗ୍ନିଶମ ବିଭାଗ ତରଫରୁ ବ୍ରଜେନ୍ଦ୍ର ଚନ୍ଦ୍ର ଉଚ୍ଚ ବିଦ୍ୟାଳୟରେ ମକ୍ ଡ୍ରିଲ

by Sanjay Swain
April 19, 2021
in Nayagarh
ଅଗ୍ନିଶମ ବିଭାଗ ତରଫରୁ ବ୍ରଜେନ୍ଦ୍ର ଚନ୍ଦ୍ର ଉଚ୍ଚ ବିଦ୍ୟାଳୟରେ ମକ୍ ଡ୍ରିଲ
217
VIEWS
Share on FacebookShare on Twitter

ରଣପୁର, (ବାଘୁଆବାର୍ତ୍ତା): ଅଗ୍ନି ସୁରକ୍ଷା ସପ୍ତାହ ପାଳନ ଅବସରରେ ରଣପୁର ଅଗ୍ନିଶମ ବିଭାଗ ତରଫରୁ ଆଜି ବ୍ରଜେନ୍ଦ୍ର ଚନ୍ଦ୍ର ଉଚ୍ଚ ବିଦ୍ୟାଳୟରେ ଏକ ମକ୍ ଡ୍ରିଲ ଅନୁଷ୍ଠିତ ହୋଇଯାଇଛି l ରଣପୁର ଅଗ୍ନିଶମ ବିଭାଗର ଅଧିକାରୀ ସରୋଜ କୁମାର ଦାଶଙ୍କ ନେତୃତ୍ୱରେ ମୂଖ୍ୟ ଆଗ୍ନୀକ ଅମେରେନ୍ଦ୍ର ତ୍ରିପାଠୀ, ପ୍ରଦୀପ କୁମାର ନାୟକ, ଗିରିଧାରୀ ଗଉଡା, ମନୋଜ କୁମାର ଗଉଡା, ବିଷ୍ଣୁ ଦଳେଇ, ଜୀବନ ପରିଡା ପ୍ରମୂଖ ଯୋଗ ଦେଇ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ନିଆଁ ଲିଭାବାର ବିଭିନ୍ନ କୌଶଳ, ନିଆଁ ଲାଗିଥିବା ସମୟରେ ବହୁ ମହଲା ବିଶିଷ୍ଟ ଛାତ ଉପରୁ କିପରି ଲୋକମାନଙ୍କୁ ଉଦ୍ଧାର କରାଯିବ ସେ ସମ୍ପର୍କରେ ତାଲିମ ଦେଇଥିଲେ l ଏଥିରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ବନଲତା ବେହେରା, ବରିଷ୍ଠ ଶିକ୍ଷକ ବସନ୍ତ କୁମାର ବେହେରା, ବିରୁପାକ୍ଷ ମହାପାତ୍ର, ତିଲୋତ୍ତମା ପୃଷ୍ଟି, ପ୍ରତିମା ଦେବୀ, ଶତ୍ରୁଘନ ପ୍ରଧାନ, ଅଶୋକ ଦାଶ, ମନୋରଞ୍ଜନ ମହାରଣା, ସୁଶାନ୍ତ ସାମନ୍ତରାୟ, ସନ୍ଧ୍ୟା ଶତପଥୀ, ସାରଳା ଦେବୀ ଙ୍କ ସହ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ରହି ତାଲିମ ନେଇଥିଲେ l

 

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!