Friday, May 23, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏମ୍ସ ନିର୍ଦ୍ଦେଶ, ଛୁଟିରେ ଥିଲେ ତୁରନ୍ତ କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ

by ସଞ୍ଜୟ ସ୍ୱାଇଁ
May 10, 2025
in State
ଏମ୍ସ ନିର୍ଦ୍ଦେଶ, ଛୁଟିରେ ଥିଲେ ତୁରନ୍ତ କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ
50
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଏମ୍ସ ଭୁବନେଶ୍ୱରରେ କାର୍ଯ୍ୟରତ ସମସ୍ତ ଡାକ୍ତର, ଅଧିକାରୀ ଓ ପଦାଧିକାରୀଙ୍କ ଛୁଟି ବାତିଲ କରାଯାଇଛି । ଏନେଇ ଏମ୍ସ ପକ୍ଷରୁ ନୋଟିସ ଜାରି କରାଯାଇଛି । ଭାରତ ଓ ପାକିସ୍ତାନ ମଧ୍ୟରେ ଉପୁଜିଥିବା ଯୁଦ୍ଧ ପରିସ୍ଥିତି ସମୟରେ ଏମ୍ସରେ କାର୍ଯ୍ୟରତ କୌଣସି ଡାକ୍ତର ଓ ଅନ୍ୟ କର୍ମଚାରୀମାନେ ଛୁଟିରେ ରହିପାରିବେନି । ଯେଉଁମାନେ ଛୁଟିରେ ରହିଛନ୍ତି ସେମାନେ ଯଥାଶୀଘ୍ର କାର୍ଯ୍ୟରେ ଯୋଗଦେବାକୁ ଏମ୍ସ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ପୁଣି ଭିଜିବ ନୟାଗଡ, ୨୭ ରେ ଆସୁଛି ଲଘୁଚାପ

ପୁଣି ଭିଜିବ ନୟାଗଡ, ୨୭ ରେ ଆସୁଛି ଲଘୁଚାପ

May 23, 2025
ଆଜି ବସିବ କଂଗ୍ରେସର ଜରୁରୀ ବୈଠକ

ଆଜି ବସିବ କଂଗ୍ରେସର ଜରୁରୀ ବୈଠକ

May 23, 2025
ବିଜେଡିର ରାଜ୍ୟ ସ୍ତରୀୟ ନୂଆ ଶୃଙ୍ଖଳା କମିଟି ଗଠନ

ବିଜେଡିର ରାଜ୍ୟ ସ୍ତରୀୟ ନୂଆ ଶୃଙ୍ଖଳା କମିଟି ଗଠନ

May 22, 2025
ପୁଣି ୪ ଦିନିଆ ରିମାଣ୍ଡରେ ଜ୍ୟୋତି ମଲହୋତ୍ରା

ପୁଣି ୪ ଦିନିଆ ରିମାଣ୍ଡରେ ଜ୍ୟୋତି ମଲହୋତ୍ରା

May 22, 2025
ଇଟାଭାଟି ମାଲିକଠାରୁ ମିଳିଲା ମୁକ୍ତି

ଇଟାଭାଟି ମାଲିକଠାରୁ ମିଳିଲା ମୁକ୍ତି

May 22, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!