Thursday, November 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦାଦାବଟି ପାଇଁ ଅପହରଣ, ୨ ବାଉନସର ଗିରଫ

by ସଞ୍ଜୟ ସ୍ୱାଇଁ
September 7, 2023
in Crime, State
ଦାଦାବଟି ପାଇଁ ଅପହରଣ, ୨ ବାଉନସର  ଗିରଫ
58
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଦାଦାବଟି ପାଇଁ ରାଜଧାନୀ ଭୁବନେଶ୍ବରରେ ଅପହରଣ ଘଟଣାରେ ଦୁଇ ଗିରଫ । ମାସକୁ ୫୦ ହଜାର ଟଙ୍କା ବଟି ମାଗି ଯୁବକକୁ କରିଥିଲେ ଅପହରଣ । ୨ ଜଣ ବାଉନସରକୁ ଏୟାରଫିଲଡ ଥାନା ପୋଲିସ ଗିରଫ କରିଛି । କଟକ ରୋଡ୍ ମହାନ୍ତି ବାର୍‌ରେ କାମ କରୁଥିବା ଜଣେ ଫ୍ଲୋର ମ୍ୟାନେଜରଙ୍କୁ ଦୁଇଜଣ ଅପହରଣ କରିଥିଲେ । ଫ୍ଲୋର ମ୍ୟାନେଜର ମୁଜିବୁର ରେହମାନଙ୍କୁ ଏକ ସ୍କର୍ପିଓରେ ଅପହରଣ କରିଥିଲେ ଦୁର୍ବୃତ୍ତ । ଟଙ୍କା ନଦେବାରୁ ମାଡ଼ ମାରି ଛାଡ଼ି ଦେଇଥିଲେ । ଏ ନେଇ ଅଧିକ ତଦନ୍ତ ଚଳାଇଛି ଏୟାରଫିଲଡ ଥାନା ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!