Thursday, April 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏୟାରପୋର୍ଟରେ ସୁରକ୍ଷାକର୍ମୀଙ୍କ ଗଳା କାଟିଦେଲେ ଷ୍ଟେସନ ମ୍ୟାନେଜର

by ସଞ୍ଜୟ ସ୍ୱାଇଁ
May 21, 2025
in State
ଏୟାରପୋର୍ଟରେ ସୁରକ୍ଷାକର୍ମୀଙ୍କ ଗଳା କାଟିଦେଲେ ଷ୍ଟେସନ ମ୍ୟାନେଜର
60
VIEWS
Share on FacebookShare on Twitter

ଜୟପୁର, (ବାଘୁଆବାର୍ତ୍ତା): ଜୟପୁର ଏୟାରପୋର୍ଟରେ ଘଟିଯାଇଛି ଅଭାବନୀୟ ଘଟଣା । ଧାରୁଆ ଅସ୍ତ୍ରରେ ସୁରକ୍ଷାକର୍ମୀଙ୍କ ଗଳା କାଟିଦେଲେ ଷ୍ଟେସନ ମ୍ୟାନେଜର । ଯାତ୍ରୀଙ୍କ ସୁରକ୍ଷା ନେଇ ଉଠିଲା ପ୍ରଶ୍ନ । ସୂଚନାଯୋଗ୍ୟ ଯେ, ଜୟପୁର ଏୟାରପୋର୍ଟରେ ହାବିଲଦାର ରାଜେଶ କୁମାର ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି ଷ୍ଟେସନ ମ୍ୟାନେଜର ଚନ୍ଦୁ ବେହେରା । ଆହତ ହାବିଲଦାରଙ୍କୁ ଜୟପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସୁରକ୍ଷା ଯାଞ୍ଚକୁ ନେଇ ହାବିଲଦାରଙ୍କ ଉପରେ ଷ୍ଟେସନ ମ୍ୟାନେଜର ଆକ୍ରମଣ କରିଥିବା ନେଇ ଅଭିଯୋ ହୋଇଛି । ଘଟଣା ପରେ ସଦର ଥାନାରେ ଷ୍ଟେସନ ମ୍ୟାନେଜର ଅଟକ ଅଛନ୍ତି । ଏହି ଘଟଣା ପରେ ଏୟାରପୋର୍ଟରେ ଯାତ୍ରୀଙ୍କ ସୁରକ୍ଷା ନେଇ ଉଠିଲା ପ୍ରଶ୍ନ ।

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

April 29, 2026
ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

April 29, 2026
ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

April 29, 2026
ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

April 29, 2026
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

April 28, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!