Friday, June 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମେ ୧ରୁ ଝାରସୁଗୁଡ଼ା ଓ ପାଟନା ମଧ୍ୟରେ ବିମାନ ସେବା

by ସଞ୍ଜୟ ସ୍ୱାଇଁ
April 7, 2021
in State
ମେ ୧ରୁ ଝାରସୁଗୁଡ଼ା ଓ ପାଟନା ମଧ୍ୟରେ ବିମାନ ସେବା
66
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଝାରସୁଗୁଡ଼ା ଓ ପାଟନା ମଧ୍ୟରେ ବିମାନ ସେବା ଆସନ୍ତା ମେ ୧ ତାରିଖରୁ ଆରମ୍ଭ ହେବ । ଏ ନେଇ ସୂଚନା ଦେଇଛନ୍ତି ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦର ନିର୍ଦ୍ଦେଶକ କିଶୋର କୁମାର ସେନାପତି । ସ୍ପାଇସଜେଟ୍ କମ୍ପାନିର ୭୮ ସିଟ୍ ବିଶିଷ୍ଟ ବିମାନ କ୍ୟୁ ୪୦୦ ପ୍ରତିଦିନ ପାଟନାରୁ ବାହାରି ଝାରସୁଗୁଡ଼ାଠାରେ ଅପରାହ୍ନ ୪ଟା ୨୦ ମିନିଟରେ ପହଞ୍ଚିବ ଓ ୪ଟା ୫୦ ମିନିଟରେ ପାଟନା ଅଭିମୁଖେ ଯାତ୍ରା କରିବ । ପାଟନାରୁ ଏହି ବିମାନ ପୁଣି ଆସାମର ଗୁଆହାଟି ଅଭିମୁଖେ ଉଡ଼ିବ । ଝାରସୁଗୁଡ଼ାରୁ ଗୁଆହାଟିକୁ ମଧ୍ୟ ଯାତ୍ରୀମାନେ ଯାତାୟାତ କରିବା ଦିଗରେ ଏହି ବିମାନ ସହାୟକ ହେବ । ଉତ୍ତର-ପୂର୍ବ ଭାରତ ସହ ଆକାଶ ମାର୍ଗରେ ଝାରସୁଗୁଡ଼ା ତଥା ପଶ୍ଚିମ ଓଡ଼ିଶା ଯୋଡି଼ ହେବାକୁ ଯାଉଥିବାରୁ ଆନନ୍ଦ ପ୍ରକାଶ ପାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!