Tuesday, September 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଝୁଲନ୍ତା ଅବସ୍ଥାରେ ଅଜଣା ଶବ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
April 20, 2025
in Crime, State
ଝୁଲନ୍ତା ଅବସ୍ଥାରେ ଅଜଣା ଶବ ଉଦ୍ଧାର
42
VIEWS
Share on FacebookShare on Twitter

ରିଆମାଳ, (ବାଘୁଆବାର୍ତ୍ତା): ରିଆମାଳ ଥାନା ତେଲିମୁଣ୍ଡା ନିକଟସ୍ଥ ଏକ ଆମ୍ବ ଗଛରେ ଝୁଲନ୍ତା ଅବସ୍ଥାରେ ଏକ ଅଜଣା ଶବକୁ ପୋଲିସ ଉଦ୍ଧାର କରିଛି । ପାରିପାର୍ଶ୍ଵିକ ସ୍ଥିତିରୁ ଏହା ହତ୍ୟା ନା ଆତ୍ମହତ୍ୟା ଜଣା ପଡି ନାହିଁ । ଘଟଣା ସ୍ଥଳରେ ପୋଲିସ ଏବଂ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ସୂଚନା ମୁତାବକ, ରବିବାର କିଛି ଲୋକ ପତ୍ର ତୋଳିବାକୁ ଯାଇଥିଲେ । ତେଲିମୁଣ୍ଡା ଶୁଣ୍ଢୀକଟା ନିକଟରେ ଥିବା ଜଙ୍ଗଲର ଏକ ଆମ୍ବ ଗଛରେ ଏକ ଶବ ଝୁଲୁଥିବା ଦେଖିଥିଲେ ଲୋକେ । ଏହା ଦେଖି ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରିଛି ରିଆମାଳ ପୋଲିସ । ଉକ୍ତ ସ୍ଥାନରେ ପାରିପାର୍ଶ୍ଵିକ ସ୍ଥିତିରୁ ଏହା ହତ୍ୟା ନା ଆତ୍ମହତ୍ୟା ଜଣା ପଡି ନଥିବା ବେଳେ ଶବଟି ଆଠରୁ ଦଶ ଦିନ ହେବ ଓହଳୁ ଥିବା ଅନୁମାନ କରାଯାଉଛି । ପୋଲିସ ଏବଂ ସାଇଣ୍ଟିଫିକ ଦଳର ତଦନ୍ତ ପରେ ଘଟଣା ଜଣା ପଡିବ ବୋଲି ଆଶା କରାଯାଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!