Monday, May 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଆରମ୍ଭ ହେବ ଅଜନ୍ତା ସର୍କସ

by ସଞ୍ଜୟ ସ୍ୱାଇଁ
May 17, 2025
in State
ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଆରମ୍ଭ ହେବ ଅଜନ୍ତା ସର୍କସ
198
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ସର୍କସ ଦେଖୁଥିବା ଦର୍ଶକଙ୍କ ପାଇଁ ଖୁସି ଖବର । ଆଜିଠାରୁ ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଆରମ୍ଭ ହେବାକୁ ଯାଉଛି ଅଜନ୍ତା ସର୍କସ। ଚଳିତ ବର୍ଷ ଏହି ଅଜନ୍ତା ସର୍କସରେ ରୋପ ସର୍କସ, ଗ୍ଲୋଗ ବାଇକ୍ , ଇଥୋପୀୟାନ କଳାକାରଙ୍କ ଦ୍ଵାରା ସ୍ଵତନ୍ତ୍ର ସର୍କସ, ରୁଷିଆନ ଗେମ୍ ସହ ଅନେକ ଚିତ୍ତାକର୍ଷକ ସୋ ଦେଖିବେ ଦର୍ଶକ। ଏହାସହ ଦର୍ଶକଙ୍କ ହସେଇ ହସେଇ ମତୁଆଲା କରିବେ ଜୋକର। ଆଜି ସନ୍ଧ୍ୟା ୭ଟା ୩୦ରେ ପ୍ରଥମ ସୋ ଅନୁଷ୍ଠିତ ହେବ। ରବିବାର ଦିନ ଠାରୁ ଏକ ମାସ ପର୍ଯ୍ୟନ୍ତ ଅର୍ଥାତ ରଜ ପର୍ଯ୍ୟନ୍ତ ଏହି ଅଜନ୍ତା ସର୍କସ ଦେଖିପାରିବେ ରାଜଧାନୀବାସୀ। ପ୍ରତ୍ୟେକ ଦିନ ୩ଟି ସୋ ଅନୁଷ୍ଠିତ ହେବ। ପ୍ରତ୍ୟେକ ସୋର ସମୟ ଦୁଇ ଘଣ୍ଟା ରଖାଯାଇଛି। ଦିନ ୩ ଟାରେ ପ୍ରଥମ ସୋ, ସଂଧ୍ୟା ୫ଟା ୩୦ରେ ଦ୍ବିତୀୟ ଓ ରାତି ୮ଟାରେ ତୃତୀୟ ସୋ ହେବା ନେଇ ସୂଚନା ଦେଇଛନ୍ତି ଅଜନ୍ତା ସର୍କସର ମ୍ୟାନେଜର।

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!