Wednesday, June 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଲଟିଲା ଅଜୟ ଆଣ୍ଡ୍ ଅଜୟ ବସ୍: ୧୫ ଆହାତ

by ସଞ୍ଜୟ ସ୍ୱାଇଁ
April 1, 2021
in Accident, Breaking, State
ଓଲଟିଲା ଅଜୟ ଆଣ୍ଡ୍ ଅଜୟ ବସ୍: ୧୫ ଆହାତ
762
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଭଣ୍ଡାରୀ ପୋଖରୀ ପେଟ୍ରୋଲ୍ ପମ୍ପ ନିକଟରେ ଅଜୟ ଆଣ୍ଡ୍ ଅଜୟ ବସ୍ ଓଲଟି ପଡି଼ଥିବାର ଜଣାପଡ଼ିଛି । ଦୁର୍ଘଟଣାରେ ୧୫ ଜଣ ଯାତ୍ରୀ ଆହତ ହୋଇ ଭଣ୍ଡାରୀ ପୋଖରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି । ସୂଚନାନୁସାରେ, ଭୂବନେଶ୍ୱରରୁ ବରିପଦା ଯାଉଥିବା ଅଜୟ ଆଣ୍ଡ୍ ଅଜୟ ବସ୍ କୌଣସି କାରଣରୁ ଭାରସାମ୍ୟ ହରାଇ ୧୬ ନଂ ଜାତୀୟ ରାଜପଥ ଭଣ୍ଡାରୀପୋଖରୀ ପେଟ୍ରୋଲ୍ ପମ୍ପ ନିକଟରେ ବସ୍ଟି ଓଲଟି ପଡ଼ିଥିଲା । ଯାହାଫଳରେ ସେଥିରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୧୫ ଜଣ ଯାତ୍ରୀ ଆହାତଙ୍କ ମଧ୍ୟରୁ ୪ ଜଣ ଗୁରୁତର ହୋଇଥିବାର ଜଣା ପଡ଼ିଛି । ଆହାତ ହୋଇଥିôବା ଯାତ୍ରୀ ମାନଙ୍କୁ ଭଣ୍ଡାରିପୋଖରୀ ଗୋଷ୍ଠିସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତି କରାଯାଇଥିବାବେଳେ ସେଥିରୁ ଗୁରୁତର ଥିବା ୪ ଜଣ ଯାତ୍ରୀଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲା । ଘଟଣାସ୍ଥଳରେ ପୁଲିସ୍ ପହଞ୍ôଚଥିôବାବେଳେ ଓଲଟି ପଡ଼ିଥିବା ବସ୍ର ଡ୍ରାଇଭର ଓ ହେଲ୍ଫର ଫେରାର୍ ହୋଇଯାଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!