Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନିର୍ବାଚନ ଆୟୋଗ କହିଲେ ଅଜିତ ପାୱାର ଗୋଷ୍ଠୀ ଅସଲି ଏନସିପି

by ସଞ୍ଜୟ ସ୍ୱାଇଁ
February 6, 2024
in Politics, State
ନିର୍ବାଚନ ଆୟୋଗ କହିଲେ ଅଜିତ ପାୱାର ଗୋଷ୍ଠୀ ଅସଲି ଏନସିପି
68
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): ଶରଦ ପାୱାରଙ୍କୁ ନିର୍ବାଚନ ଆୟୋଗ ବଡ ଝଟକା ଦେଇଛନ୍ତି । ଅଜିତ ପାୱାର ଓ ଶରଦ ପାୱାରଙ୍କ ମଧ୍ୟରେ ଏନସିପିକୁ ନେଇ ଲାଗିଥିବା ବିବାଦ ଭିତରେ ନିର୍ବାଚନ ଆୟୋଗ ନିଷ୍ପତ୍ତି ଶୁଣାଇଛନ୍ତି କି, ଅଜିତ୍ ପାୱାର ଗୋଷ୍ଠୀ ଅସଲି ଏନସିପି । ନିର୍ବାଚନ ଆୟୋଗ କହିଛନ୍ତି କି ସମସ୍ତ ପ୍ରମାଣକୁ ନଜରରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି । ନିର୍ବାଚନ ଆୟୋଗ କହିଛନ୍ତି କି, ଏବେ ଅଜିତ ପାୱାର ଗୋଷ୍ଠୀ ଏନସିପିର ନାମ ଓ ନିର୍ବାଚନୀ ଚିହ୍ନ ବ୍ୟବହାର କରିପାରିବେ । ଏହାସହ ନୂଆ ପାର୍ଟି ଗଠନ କରିବାକୁ ଶରଦ ପାୱାର ଗୋଷ୍ଠୀକୁ ୩ଟି ନାମ ଦେବାକୁ ନିର୍ବାଚନ ଆୟୋଗ କହିଛନ୍ତି । ଏହି ନାମ ବୁଧବାର ଅପରାହ୍ନ ୪ଟା ସୁଦ୍ଧା ଦେବାକୁ ପଡିବ । ୬ମାସରୁ ଅଧିକ ସମୟ ଧରି ଚାଲିଥିବା ଏହି ମାମଲା ଉପରେ ୧୦ ରୁ ଅଧିକ ଥର ଶୁଣାଣି ହୋଇଛି । ଏହାପରେ ଆଜି ଶେଷ ନିଷ୍ପତ୍ତି ଶୁଣାଇଛନ୍ତି ନିର୍ବାଚନ ଆୟୋଗ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!