Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସବୁ ଜିଲ୍ଲାରେ ହେବ କ୍ୟାନ୍ସର ହସ୍ପିଟାଲ

by ସଞ୍ଜୟ ସ୍ୱାଇଁ
February 1, 2025
in NATIONAL NEWS, State
ସବୁ ଜିଲ୍ଲାରେ ହେବ କ୍ୟାନ୍ସର ହସ୍ପିଟାଲ
136
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ଅଷ୍ଟମ ଥର ବଡ ବଜେଟ୍ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଏଥିରେ ସେ କୃଷକ, ମହିଳା, ଯୁବଗୋଷ୍ଠୀଙ୍କୁ ଗୁରୁତ୍ବ ଦେବା ସହ ଶିକ୍ଷା ଓ ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ଗୁରୁତ୍ବ ଦିଆଯାଇଛି। ଦେଶରେ ପ୍ରାଥମିକ ସ୍ତରରୁ ସ୍ବାସ୍ଥ୍ୟ ଓ ଶିକ୍ଷା ଉପରେ ଗୁରୁତ୍ବ ଦେଇଛନ୍ତି ମୋଦୀ ସରକାର। ସକ୍ଷମ ଅଙ୍ଗନବାଡି ଯୋଜନା ଦ୍ବାରା ୮ କୋଟି ପିଲା ଉପକୃତ ହେବେ । ଏହାସହ ୧ କୋଟି ଗର୍ଭବତୀ ମହିଳା, ୨୦ ଲକ୍ଷ ଅପପୁଷ୍ଟି ପିଲା ଉପକୃତ ହେବେ । ଏହାସହ ଶିକ୍ଷା ବ୍ୟବସ୍ଥାରେ ବିପ୍ଳବ ଆଣିବାକୁ ପ୍ରତି ହାଇସ୍କୁଲରେ ଡିଜିଟାଲ ବ୍ୟବସ୍ଥା କରାଯିବ। ସବୁ ସ୍କୁଲକୁ ବ୍ରଡବ୍ୟାଣ୍ଡ ସୁବିଧା ଯୋଗାଇଦିଆଯିବ। ଦେଶରେ ସ୍ବାସ୍ଥ୍ୟସେବାର ଅଗ୍ରଗତି ପାଇଁ ୧୦ ବର୍ଷରେ ମେଡିକାଲ ସିଟ୍‌ ୧.୧ ଲକ୍ଷ ବୃଦ୍ଧି କରାଯିବ। ସବୁ ଜିଲ୍ଲାରେ କ୍ୟାନ୍ସର ହସ୍ପିଟାଲ୍‌ ପ୍ରତିଷ୍ଠା କରାଯିବ। ଆବଶ୍ୟକ ଡାକ୍ତର ରହିବେ । ଆସନ୍ତା ୩ ବର୍ଷରେ ଲକ୍ଷ୍ୟ ପୂରଣ କରାଯିବ ବୋଲି କହିଛନ୍ତି ସୀତାରମଣ। ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ରହିବ ବ୍ରଡବ୍ୟାଙ୍ଗ ସୁବିଧା। ୨୦୦ ଡେ’ କେୟାର ମେଡିକାଲ ସେଣ୍ଟର ଖୋଲିବ। ସବୁ ସରକାରୀ ହସ୍ପିଟାଲରେ କ୍ୟାନ୍ସର ସେଣ୍ଟର ରହିବ । ଏହାସହ ମେଡିକାଲ କଲେଜରେ ୭୫ ହଜାର ସିଟ ବଢିବ । ସ୍ବାସ୍ଥ୍ର କ୍ଷେତ୍ରରେ ଏହି ଲକ୍ଷ୍ୟ ପୂରଣ ପାଇଁ ୫ ବର୍ଷ ଧାର୍ଯ୍ୟ କରାଯାଇଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!