Wednesday, January 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅନାଥ ଆଶ୍ରମରେ ବଡ଼ଦିନ ପାଳିଲେ ଜିଲ୍ଲାପାଳ

by ସଞ୍ଜୟ ସ୍ୱାଇଁ
December 25, 2019
in Nayagarh
ଅନାଥ ଆଶ୍ରମରେ ବଡ଼ଦିନ ପାଳିଲେ ଜିଲ୍ଲାପାଳ
115
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାପାଳ ଡ. ପୋମା ଟୁଡୁ ଆଜି ପାଣିପୋଇଲା ସ୍ଥିତ ଅନାଥ ଆଶ୍ରମ ପରିଦର୍ଶନ କରି ସେଠାରେ ଥିବା ଛାତ୍ରଛାତ୍ରୀମାନଙ୍କ ସହ ବଡ଼ ଦିନ ପାଳନ କରିଛନ୍ତି । ଜିଲ୍ଲାପାଳ ଛାତ୍ରଛାତ୍ରୀମାନଙ୍କୁ ଶୀତବର୍ଷ, ପୋଷାକ ସହ ସ୍କୁଲ ବ୍ୟାଗ ବଣ୍ଟନ କରିଛନ୍ତି । ଏହାପରେ ଘଡ଼ୁଆଳଠାରେ ଥିବା ତପସ୍ୟା ଶିଶୁ ଗୃହକୁ ଯାଇ ଜିଲ୍ଲାପାଳ ପିଲାମାନଙ୍କ ସହ ସମୟ ଅତିବାହିତ କରିବା ସହ ଭଲମନ୍ଦ ସଂମ୍ପର୍କରେ ପଚାରି ବୁଝିଛନ୍ତି ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!