Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆନ୍ଧ୍ର-ମାଲକାନଗିରି ସୀମାନ୍ତରେ ଏନକାଉଣ୍ଟର: ମାଓବାଦୀ ନିହତ

by ସଞ୍ଜୟ ସ୍ୱାଇଁ
June 16, 2021
in State
ଆନ୍ଧ୍ର-ମାଲକାନଗିରି ସୀମାନ୍ତରେ ଏନକାଉଣ୍ଟର: ମାଓବାଦୀ ନିହତ
45
VIEWS
Share on FacebookShare on Twitter

ମାଲକାନଗିରି, (ବାଘୁଆବାର୍ତ୍ତା): ଆନ୍ଧ୍ର-ମାଲକାନଗିରି ସୀମାନ୍ତ ବିଶାଖାପାଟଣା ଜିଲ୍ଲାରେ ନକ୍ସଲ୍ ଓ ପୁଲିସ୍ ମଧ୍ୟରେ ଗୁଳି ବିନିମୟ ହୋଇଛି । ଏହି ଗୁଳିବିନମୟରେ ୬ଜଣ ହାଡଖୋର ମାଓବାଦୀ ନହିତ ହୋଇଥିବା ଜଣାପଡିଛି । ଗୁଳି ବିନିମୟ ଘଟଣାରୁ ପୁଲିସ୍ ୭ଟି ବନ୍ଧୁକ ସହବହୁ ପରିମାଣର ବିସ୍ପୋରକ ସାମଗ୍ରୀ ଜବତ କରିଛନ୍ତି ସୁରକ୍ଷାକର୍ମୀ । ସୁଚନାନୁସାରେ, ମାମ୍ପା ଥାନା ଅନ୍ତର୍ଗତ ଦିଗଲମେଟ୍ଟା ଜଙ୍ଗଲରେ ମାଓବାଦୀମାନେ ଏକ କ୍ୟାମ୍ପ କରି ରହିଥିବା ପୁଲିସ୍ ଗୁଇନ୍ଦା ବିଭାଗକୁ ସୂଚନା ମିଳିଥିଲା । ଆନ୍ଧ୍ର ଗ୍ରେହଣ୍ଡ ବାହିନୀର ଯବାନମାନେ ସେଠାରେ କମ୍ବିଂ ଅପରେସନ୍ କରିଥିଲେ । ପ୍ରାୟ ଅଢେଇ ଘଣ୍ଟାରୁ ଅଧିକ ସମୟ ଧରି ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ଏହି ଗୁଳିନିନିମୟରେ ଘଟଣାସ୍ଥଳରେ ୬ଜଣଙ୍କର ମୃତ୍ୟୁ ହୋଇଥିଲା । ସର୍ଚ୍ଚ ଅପରେସନ୍ ବେଳେ ୬ଜଣ ମାଓବାଦୀଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ସମସ୍ତେ ଛତ୍ରଭଙ୍ଗ ଦେଇଥିଲେ । ଉକ୍ତ କ୍ୟାମ୍ପରୁ ବିଭିନ୍ନ ପ୍ରକାରର ମାରଣାସ୍ତ୍ର ଏବଂ  ବନ୍ଧୁକ ଜବତ କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!