Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଂଗ୍ରେସ ଛାଡ଼ିଲେ ଅଂଶୁମାନ ମହାନ୍ତି

by ସଞ୍ଜୟ ସ୍ୱାଇଁ
February 14, 2024
in Politics, State
କଂଗ୍ରେସ ଛାଡ଼ିଲେ ଅଂଶୁମାନ ମହାନ୍ତି
108
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପାଖେଇ ଆସୁଛି ୨୦୨୪ ନିର୍ବାଚନ । ଦେଶରେ ସାଧାରଣ ନିର୍ବାଚନକୁ ଓହ୍ଲାଇବା ଲାଗି କଂଗ୍ରେସ ଚଳାଇଛି ପ୍ରସ୍ତୁତି । ହେଲେ ଏହାପୂର୍ବରୁ ଓଡିଶା କଂଗ୍ରେସକୁ ଲାଗିଛି ଶକ୍ତ ଝଟ୍‌କା । କଂଗ୍ରେସ ଛାଡ଼ିଲେ ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି । ପିସିସି ସଭାପତିଙ୍କୁ ନିଜ ଇସ୍ତଫାପତ୍ର ପଠାଇଛନ୍ତି ଅଂଶୁମାନ ମହାନ୍ତି । ଖବର ଅନୁଯାୟୀ, କେନ୍ଦ୍ରାପଡ଼ା ରାଜନଗରର ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି । ୨୦୧୪ରୁ ୨୦୧୯ ଯାଏ ରାଜନଗରର ବିଧାୟକ ଥିଲେ । ଏପିରିକି ନିକଟରେ ରାହୁଲ ଗାନ୍ଧିଙ୍କ ନ୍ୟାୟ ଯାତ୍ରାରେ ସକ୍ରିୟ ଭୂମିକା ନେଇଥିଲେ । କୁତ୍ରା, ବଡ଼ଗାଁ, ରାଉରକେଲା ଯାତ୍ରାରେ ଯୋଗ ଦେଇଥିଲେ। ପୂର୍ବତନ ବିଧାୟକ ନଳିନୀକାନ୍ତ ମହାନ୍ତିଙ୍କ ପୁଅ ଅଂଶୁମାନ ମହାନ୍ତି । ଏବେ କଂଗ୍ରେସ ସହିତ ଦୀର୍ଘ ଦିନ ଧରି ଥିବା ସଂପର୍କକୁ କାଟିଛନ୍ତି ଅଂଶୁମାନ ମହାନ୍ତି । କଂଗ୍ରେସ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ରାଜନଗରର ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!