Wednesday, April 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶ୍ରୀମନ୍ଦିରର ସୁରକ୍ଷା ପାଇଁ ଲାଗିବ ଆଣ୍ଟିଡ୍ରୋନ ଟେକନୋଲୋଜି

by ସଞ୍ଜୟ ସ୍ୱାଇଁ
May 23, 2025
in State
ଶ୍ରୀମନ୍ଦିରର ସୁରକ୍ଷା ପାଇଁ ଲାଗିବ ଆଣ୍ଟିଡ୍ରୋନ ଟେକନୋଲୋଜି
23
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଶ୍ରୀମନ୍ଦିରର ସୁରକ୍ଷା ଲାଗି ଲାଗିବ ଆଣ୍ଟିଡ୍ରୋନ ଟେକନୋଲୋଜି। ଏ ନେଇ ପୁଲିସ ବିଭାଗ ସହ ଆଲୋଚନା କରିଛି ଆଇନ ବିଭାଗ। ଆଣ୍ଟିଡ୍ରୋନ ଟେକନୋଲୋଜି ଲାଗିଲେ ଡ୍ରୋନ ଉଡ଼ିବା ପରେ ଏହାକୁ ଖସାଇ ଦିଆ ଯାଇ ପାରିବ। ଏଥିଲାଗି ଆବଶ୍ୟକ ପଡ଼ିଲେ ଶ୍ରୀମନ୍ଦିର ପ୍ରଶାସନ ଅର୍ଥ ଦେବ। ଏ ନେଇ ବିଚାର ଚାଲିଛି ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଆହୁରି କହିଛନ୍ତି ଯେ, ରାଜ୍ୟର ବିଭିନ୍ନ ଜାଗାରେ ହେଉଥିବା ରଥଯାତ୍ରା ପାଇଁ ସହାୟତା ଯୋଗାଇ ଦେବେ ସରକାର। ରାଜ୍ୟର ବିଭିନ୍ନ ଜାଗାରେ ରଥଯାତ୍ରା ହେଉଥିବା ବେଳେ ରଥ ନିର୍ମାଣ ଓ ରଥଯାତ୍ରା ପାଇଁ ଆର୍ଥିକ ସହାୟତା ପ୍ରଦାନ କରିବେ ଆଇନ ବିଭାଗ। ଦେବୋତ୍ତର ଆୟୋଗ ଅଧୀନରେ ଥିବା ଜଗନ୍ନାଥ ମନ୍ଦିରକୁ ରଥଯାତ୍ରା ପାଇଁ ଆର୍ଥିକ ସହାୟତା ମିଳିବ। ଏନେଇ ଅନେକ ଆବେଦନ ଆସିଛି ଏବଂ ଯେଉଁମାନେ ଆବେଦନ କରିନାହାନ୍ତି ତାଙ୍କ କଥା ବିଚାର କରାଯିବ।

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

April 28, 2026
ନୟାଗଡ଼ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

ନୟାଗଡ଼ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

April 28, 2026
ସାମ୍ବାଦିକଙ୍କ ବିଭିନ୍ନ ସମସ୍ୟା:ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

ସାମ୍ବାଦିକଙ୍କ ବିଭିନ୍ନ ସମସ୍ୟା:ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

April 28, 2026
ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତା:ନୟାଗଡ ଜିଲ୍ଲାକୁ ମିଳିଲା ୨ ସ୍ବର୍ଣ୍ଣ, ୩ ରୌପ୍ୟ ଓ ୨ କାଂସ୍ୟ ପଦକ

ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତା:ନୟାଗଡ ଜିଲ୍ଲାକୁ ମିଳିଲା ୨ ସ୍ବର୍ଣ୍ଣ, ୩ ରୌପ୍ୟ ଓ ୨ କାଂସ୍ୟ ପଦକ

April 28, 2026
ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

April 28, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!