Monday, July 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅପହରଣ ଅଭିଯୋଗରେ ଯୁବକ ଅଟକ

by ସଞ୍ଜୟ ସ୍ୱାଇଁ
November 25, 2019
in Crime, Nayagarh, State
25
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ନାବାଳିକାକୁ ଅପହରଣ ଅଭିଯୋଗରେ ପୁଲିସ ନାବାଳିକାକୁ ଉଦ୍ଧାର କରିଥିବା ବେଳେ ଅପହରଣବକାରୀକୁ ଥାନାରେ ଅଟକ ରଖିଛି । ସୂଚନାନୁସାରେ, ଏକ ଗ୍ରାମର ଜଣେ ନାବାଳିକା ନିଜ ପରିବାର ସହ ଘରେ ଶୋଇଥିବା ବେଳେ ସେହି ଗ୍ରାମର ଜଣେ ଯୁବକ ଅନ୍ୟ କିଛି ଯୁବକଙ୍କୁ ସାଙ୍ଗରେ ନେଇ ବିଳମ୍ବିତ ରାତିରେ ନାବାଳିକାଙ୍କ ଘରେ ପଶି ତାକୁ ଅପହରଣ କରି ନେଇଥିଲେ । ଏନେଇ ନାବାଳିକାର ବାପା ଇଟାମାଟି ଥାନାର ଦ୍ୱାରସ୍ଥ ହେବା ପରେ ପୁଲିସ ନାବାଳିକାକୁ ଅପହରଣକାରୀ କବଳରୁ ଉଦ୍ଧାର କରିଥିବା ଜଣାପଡ଼ିଛି । ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ମୁନା ସୁବୁଦ୍ଧିକୁ ଥାନାରେ ଅଟକ ରଖିଛି । ଏନେଇ ପୁଲିସ ପକ୍ଷରୁ ୧୬୫/୧୯ରେ ଏକ ମାମଲା ରୁଜୁ କରିଛି । ଆସନ୍ତା କାଲି ଉଭୟଙ୍କ ଡାକ୍ତରୀମାଇନା କରାଯିବ ବୋଲି ଜଣାପଡ଼ିଛି ।

Leave a Reply Cancel reply

Your email address will not be published. Required fields are marked *

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!