Friday, July 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସେଓ ଖାଆନ୍ତୁ, ସୁସ୍ଥ ରହନ୍ତୁ

by ସଞ୍ଜୟ ସ୍ୱାଇଁ
May 31, 2021
in Health, State
ସେଓ ଖାଆନ୍ତୁ, ସୁସ୍ଥ ରହନ୍ତୁ
292
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା) ପ୍ରତିଦିନ ସକାଳେ ଗୋଟିଏ ସେଓ ଖାଇବା ଦ୍ୱାରା ଶରୀରକୁ ଅନେକ ଫାଇଦା ମିଳିଥାଏ । ଶରୀର ରୋଗମୁକ୍ତ ହେବା ସହ ରୋଗ ପ୍ରତିରୋଧକ ଶକ୍ତି ମଧ୍ୟ ବଢ଼ିଥାଏ । କିନ୍ତୁ ଯଦି ଆପଣ ଏହାକୁ ଭୁଲ ସମୟରେ ଖାଉଛନ୍ତି ବା ଭୁଲ ଜିନିଷ ସହ ଖାଉଛନ୍ତି ତେବେ ଶରୀର ଉପରେ ଏହାର ଭଲ ପ୍ରଭାବ ପଡ଼ିବା ଅପେକ୍ଷା ଖରାପ ପ୍ରଭାବ ପଡ଼ିଥାଏ । ଆଜି ଆମେ ଆପଣଙ୍କୁ ଜଣାଇବୁ ସେଓ ଖାଇବାର ତୁରନ୍ତ ପରେ କେଉଁ ସବୁ ଜିନିଷ ଖାଇବା ଅନୁଚିତ । ୧.ସେଓ ଖାଇବା ପରେ ଭୁଲରେ ମଧ୍ୟ ପାଣି ପିଅନ୍ତୁ ନାହିଁ । ଅତି କମରେ ସେଓ ଖାଇବାର ଏକ ଘଣ୍ଟା ପରେ ପାଣି ପିଇବା ପାଇଁ ଚେଷ୍ଟା କରନ୍ତୁ । ଏପରି ନ କରିବା ଦ୍ୱାରା କଫ ସମସ୍ୟା ଦେଖା ଯାଇଥାଏ । ୨.କିଛି ଲୋକ ସେଓ ଖାଇବା ପରେ ଖଟା ଜାତୀୟ ଖାଦ୍ୟ ଖାଇଥାନ୍ତି । ସେଓ ଖାଇବା ପରେ ଆଚାର ବା ଅନ୍ୟ ଖଟାଜାତୀୟ ଖାଦ୍ୟ ଖାଇବା ଦ୍ୱାରା ଗ୍ୟାସ୍‌ ସୃଷ୍ଟି ହୋଇଥାଏ । ୩.ସେଓ ଖାଇବାର ତୁରନ୍ତ ପରେ ମୂଳା ଖାଆନ୍ତୁ ନାହିଁ । ଏପରି କଲେ ଶରୀରରେ ଧଳା ରଙ୍ଗର ଦାଗ ଦେଖା ଯାଇଥାଏ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!