Thursday, September 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ୍ ଛୁଟି:ପରବର୍ତ୍ତୀ ସମୟରେ ବଢ଼ିପାରେ !

by ସଞ୍ଜୟ ସ୍ୱାଇଁ
April 19, 2026
in Nayagarh
୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ୍ ଛୁଟି:ପରବର୍ତ୍ତୀ ସମୟରେ ବଢ଼ିପାରେ !
113
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆ ବାର୍ତ୍ତା): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଦୃଷ୍ଟିରେ ରଖି ବର୍ତ୍ତମାନ୍ ତାଜା ଖବର ଯାହା ଆସିଛି। ଏପ୍ରିଲ ୨୦ରୁ ୨୩ତାରିଖ ପର୍ଯ୍ୟନ୍ତ ଜିଲ୍ଲାପାଳ ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲକୁ ଛୁଟି ଘୋଷଣା କରିଥିବା ନେଇ ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେ ସୂଚନା ଦେଇଛନ୍ତି। ପୂର୍ବରୁ ଏପ୍ରିଲ ୨୦ରୁ ୨୩ ତାରିଖ ପର୍ଯ୍ୟନ୍ତ ସକାଳ ୬.୩୦ରୁ ୯.୩୦ପର୍ଯ୍ୟନ୍ତ ସ୍କୁଲ୍ ଖୋଲିବା ପାଇଁ ନିଷ୍ପତ୍ତି ନେଇଥିଲେ ଏବଂ ଘୋଷଣା ମଧ୍ୟ କରାଯାଇଥିଲା। କିନ୍ତୁ ଆଜିର ଗ୍ରୀଷ୍ମ ପ୍ରବାହ ଦୃଷ୍ଟିରେ ଜିଲ୍ଲାପାଳ ୨୦ରୁ ୨୩ପର୍ଯ୍ୟନ୍ତ ସ୍କୁଲ୍ ଗୁଡ଼ିକ ବନ୍ଦ ରଖିବାକୁ ଘୋଷଣା କରାଯାଇଛି। ଏବଂ ଛାତ୍ର ଛାତ୍ରୀ ମାନେ ଖରାରେ ଘରୁ ନ ବାହାରି ଘରେ ରହିବାକୁ ପରାମର୍ଶ ଦିଆଯାଇଛି। ଏବଂ ୨୩ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା ହେଇଛି ଏବଂ ପରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଗାମୀ ଦିନରେ ବି ଛୁଟି ବଢିପାରେ ବୋଲି ବିଶେଷ ସୂତ୍ରରୁ ଜଣାପଡ଼ିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!