Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅର୍ଚ୍ଚନା ନାଗ୍‌ଙ୍କ ଆର୍ଥିକ କାରବାରର ତଦନ୍ତ କରିବ ଇଡି

by ସଞ୍ଜୟ ସ୍ୱାଇଁ
October 26, 2022
in Crime, State
ଅର୍ଚ୍ଚନା ନାଗ୍‌ଙ୍କ ଆର୍ଥିକ କାରବାରର ତଦନ୍ତ କରିବ ଇଡି
70
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଅର୍ଚ୍ଚନା ନାଗ୍‌ଙ୍କ ଆର୍ଥିକ କାରବାରର ତଦନ୍ତ କରିବ ଇଡି । ଆଜିଠୁ ଇଡି ପକ୍ଷରୁ ତଦନ୍ତ ପ୍ରକ୍ରିୟା ଆରମ୍ଭ ହେବ ବୋଲି ଜଣାପଡିଛି । ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ ଅର୍ଚ୍ଚନାଙ୍କ ଏଫଆଇଆର ଇଡିକୁ ହସ୍ତାନ୍ତର କରାଯିବ । ଏଫଆଇଆରକୁ ତର୍ଜମା କରିବା ପରେ ଇଡି ଏହାର ତଦନ୍ତ କରିବ । ଅର୍ଚ୍ଚନାଙ୍କ ବିରୋଧରେ ପୀଡିତା ଖଣ୍ଡଗିରି ଥାନାରେ ଦେଇଥିବା ଏତଲା ସହିତ ନୟାପଲ୍ଲୀ ଥାନାରେ ପ୍ରଯୋଜକ ଅକ୍ଷୟ ପରିଜା ଦେଇଥିବା ଏତଲାକୁ ତର୍ଜମା କରିବା ପାଇଁ ଇଡି କପି ମଗାଇଥିବା ସୂଚନା ମିଳିଛି । ଏହାସହ ଅର୍ଚ୍ଚନାଙ୍କ ବ୍ୟାଙ୍କ ଆକାଉଣ୍ଟ ତଥ୍ୟର ଖୋଳତାଡ କରିବ ଇଡି । ଅର୍ଚ୍ଚନାଙ୍କୁ ଅର୍ଥ ଦେଇଥିବା କୌଣସି ଲୋକଙ୍କ ନାଁ ଯଦି ଏଥିରେ ସାମିଲ ହୁଏ ତେବେ ସେମାନଙ୍କୁ ତଦନ୍ତ ପରିସରଭୁକ୍ତ କରିବ ଇଡି । କେତେ କ୍ୟାସ କେତେ ଅନଲାଇନ ଟ୍ରାଞ୍ଜାକ୍ସନ ହୋଇଛି। କାହା କାହା ଆକାଉଣ୍ଟରୁ ଅର୍ଚ୍ଚନାଙ୍କ ଆକାଉଣ୍ଟକୁ ଟଙ୍କା ଆସିଛି । ଯଦି ଆକାଉଣ୍ଟକୁ ଅର୍ଥ ଆସିନଥାଏ ତେବେ ଅର୍ଚ୍ଚନାଙ୍କ ଘରେ ଡେକୋରେଟ କାର୍ୟ୍ୟ କରିଥିବା ଏଜେନ୍ସିକୁ ମଧ୍ୟ ତଦନ୍ତ ପରିସରଭୁକ୍ତ କରାଯିବ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!