Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅର୍ଚ୍ଚନା ମାମଲାରେ ୫୦୧ ପୃଷ୍ଠାର ଚାର୍ଜସିଟ, ୪ ଦିନ ରିମାଣ୍ଡରେ ଜଗବନ୍ଧୁ

by ସଞ୍ଜୟ ସ୍ୱାଇଁ
December 24, 2022
in Crime, State
ଅର୍ଚ୍ଚନା ଓ ଜଗବନ୍ଧୁଙ୍କୁ ବାନ୍ଧିଲା ଇଡି
66
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ମାମଲାରେ ପୁଣି ରିମାଣ୍ଡରେ ଯିବେ ଜଗବନ୍ଧୁ ଚାନ୍ଦ୍ । ଆଜିଠୁ ଇଡି ତାଙ୍କୁ ୪ ଦିନିଆ ରିମାଣ୍ଡରେ ନେବ । ଗତକାଲି ଜଗବନ୍ଧୁଙ୍କ ୯ ଦିନିଆ ରିମାଣ୍ଡ ଅବଧି ଶେଷ ହୋଇଥିଲା । ପରେ ଇଡି ତାଙ୍କୁ କୋର୍ଟରେ ହାଜର କରି ୫ଦିନିଆ ରିମାଣ୍ଡରେ ନେବାକୁ ଆବେଦନ କରିଥିଲା । ହେଲେ କୋର୍ଟ ୪ ଦିନ ରିମାଣ୍ଡ ପାଇଁ ଅନୁମତି ଦେଇଥିଲେ । ଦ୍ୱିତୀୟ ପର‌୍ୟ୍ୟାୟ ରିମାଣ୍ଡରେ ଇଡି ଜଗବନ୍ଧୁଙ୍କୁ ଇଲେକ୍ଟ୍ରୋନିକ ଡିଭାଇସ୍ ସମ୍ପର୍କରେ ପଚରାଉଚରା କରିବ ବୋଲି ଜଣାଯାଇଛି । ଗତକାଲି ମନି ଲଣ୍ଡରିଂ ମାମଲାରେ ପ୍ରମାଣ ପାଇବା ପରେ ଜଗବନ୍ଧୁଙ୍କୁ ଗତକାଲି ଗିରଫ କରିଥିଲା ଇଡି । ସେପଟେ ହନିଟ୍ରାପ୍ କୁଇନ୍ ଅର୍ଚ୍ଚନା ନାଗ ମାମଲାରେ କୋର୍ଟରେ ଚାର୍ଜସିଟ୍ ଫାଇଲ୍ କରିଛି କମିଶନରେଟ୍ ପୋଲିସ । ନୟାପଲ୍ଲୀ ଥାନାରେ ଅକ୍ଷୟ ପରିଜା ରୁଜୁ କରିଥିବା ମାମଲା ଆଧାରରେ ଚାର୍ଜସିଟ୍ ଦାଖଲ କରିଛି ପୋଲିସ । ଔଗୠଉ-୩ କୋର୍ଟରେ ୫୦୧ ପୃଷ୍ଠାର ଚାର୍ଜସିଟ୍ ଦାଖଲ କରିଛି ପୋଲିସ । ତାଙ୍କ ବିରୋଧରେ ଆଇପିସିର ଦଫା ୩୮୪, ୩୮୫, ୩୮୮, ୩୮୯, ୫୦୦, ୫୦୬, ୧୨୦-ବି ଏବଂ ଆୟକର ଅଧିନିୟମ ୬୬-ଇ, ୬୭, ୬୭-ଏ ଲାଗୁ ହୋଇଛି । ଏଥିସହ ଅଧିକ ପ୍ରମାଣ ଯୋଗାଡ଼ ପାଇଁ ତଦନ୍ତ ଜାରି ରଖିବାକୁ କୋର୍ଟଙ୍କ ଅନୁମତି ଲୋଡିଛି ପୋଲିସ । ତଦନ୍ତ ସଂପୂର୍ଣ୍ଣ ହେବା ପରେ ସପ୍ଲିମେଣ୍ଟାରୀ ଚାର୍ଜସିଟ୍ ଦାଖଲ କରାଯିବ ବୋଲି କହିଛିା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!