Sunday, September 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗରାଖ ବେଶରେ ଯାଇ ପରିବା ହାଟରୁ ଲୁଟୁଥିଲେ ବାଇକ୍, ୩ ଲୁଟେରାଙ୍କୁ ଧରିଲା ପୋଲିସ

by ସଞ୍ଜୟ ସ୍ୱାଇଁ
February 25, 2025
in Crime, State
ଗରାଖ ବେଶରେ ଯାଇ ପରିବା ହାଟରୁ ଲୁଟୁଥିଲେ ବାଇକ୍, ୩ ଲୁଟେରାଙ୍କୁ ଧରିଲା ପୋଲିସ
41
VIEWS
Share on FacebookShare on Twitter

ଗଞ୍ଜାମ, (ବାଘୁଆବାର୍ତ୍ତା): ଗରାଖ ବେଶରେ ଯାଇ ପରିବା ହାଟରୁ ଲୁଟୁଥିଲେ ବାଇକ୍। ଗଞ୍ଜାମ ଜିଲ୍ଲାର ୩ ଜଣ ଲୁଟେରାଙ୍କୁ ଧରିଛି ଭୁବନେଶ୍ବର ଲିଙ୍ଗରାଜ ଥାନା ପୋଲିସ। ୩ ଲୁଟେରାଙ୍କଠାରୁ ୧୨ଟି ଗାଡି ଜବତ ହୋଇଛି। ଲୁଟେରାମାନେ ଗାଡି ଚୋରି କରି କମ୍ ଦାମରେ ବିକୁଥିଲେ ସ୍ପେୟାର ପାର୍ଟସ। ଲିଙ୍ଗରାଜ ଥାନା ଅଧୀନ ବିଭିନ୍ନ ହାଟରୁ ଲୁଟ ନେଇ ଅଭିଯୋଗ ହୋଇଥିଲା। ଅଭିଯୋଗ ପରେ ବାଇକ ଲୁଟେରାଙ୍କୁ କାବୁ କରିଛି ପୋଲିସ । ଅଭିଯୁକ୍ତଙ୍କ ନାଁରେ ବିଭିନ୍ନ ଜିଲ୍ଲାରେ ରହିଛି ମାମଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!