Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଇଡକଲ ଡିଏମ ଗୟା ସାନ୍ତରା ଗିରଫ

by ସଞ୍ଜୟ ସ୍ୱାଇଁ
December 22, 2022
in Crime, State
ଇଡିକଲ ଡିଏମଙ୍କ ୭ଟି ଘରେ ଭିଜିଲାନ୍ସ ରେଡ, ନୟାଗଡ଼ ଓଡ଼ଗାଁରେ ଥିବା ପୌତୃକ ଘରେ ଚଢ଼ଉ
82
VIEWS
Share on FacebookShare on Twitter

ଭୂବନେଶ୍ୱର, (ବାଘୁଆବାର୍ତ୍ତା): ଗିରଫ ହେଲେ ଇଡକଲ ଡେପୁଟି ମ୍ୟାନେଜର ଗୟା ସାନ୍ତରା । ଦୀର୍ଘ ୨୪ ଘଣ୍ଟା ଧରି ଭିଜିଲାନ୍ସ ସେଲରେ ଅଟକ ଥିଲେ ସାନ୍ତରା । ତେବେ ତାଙ୍କ ଘରୁ ନଗଦ ୧ କୋଟି ୬ଲକ୍ଷ ୪୪ ହଜାର ଟଙ୍କା ମିଳିଥିଲା । ଏନେଇ ଭିଜିଲାନ୍ସ ନିର୍ଦ୍ଦେଶକ ପ୍ରେସମିଟରେ ସୂଚନା ଦେଇଛନ୍ତି । ୧ କେଜି ୮୩ ଗ୍ରାମ ସୁନା ଓ ୬ କେଜି ରୂପା ମିଳିଥିବା ସୂଚନା ରହିଛି । ସେହିପରି ଭିଜିଲାନ୍ସ ଦ୍ୱାରା ରୂପା ଗ୍ଲାସ ଓ ଥାଳି ଜବତ ହୋଇଥିଲା । ସାନ୍ତରାଙ୍କ ସହ ତାଙ୍କ ପତ୍ନୀଙ୍କ ନାମରେ ମଧ୍ୟ ମାମଲା ରୁଜ୍ଜୁ କରାଯାଇଛି । ଖୁବଶୀଘ୍ର ସାନ୍ତରାଙ୍କ ସ୍ତ୍ରୀଙ୍କୁ ମଧ୍ୟ ଭିଜିଲାନ୍ସ ପଚରା ଉଚୁରା କରିପାରିବ ବୋଲି ଅନୁମାନ କରାଯାଉଛି । ତେବେ ଡିଏମଙ୍କ ନାଁରେ ୧୩ଟି ପ୍ଲଟ ଓ ଆଲିସାନ କୋଠା ରହିଛି । ତାଙ୍କ ଆକାଉଣ୍ଟରେ ୪ କୋଟି ୧୯ ଲକ୍ଷ ଟଙ୍କା ରହିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!